ଦୀପ ଜାଳି ନବୀନଙ୍କ ଆରୋଗ୍ୟ କାମନା କଲେ ବିଜେଡି କାର୍ଯ୍ୟକର୍ତ୍ତା

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଏବଂ ବିଜୁ ଜନତାଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ରବିବାର ଦିଗପହଣ୍ଡି ବିଜେଡ଼ି କାର୍ଯ୍ୟକର୍ତ୍ତା ଶ୍ରୀଚନ୍ଦ୍ରଚୁଡେଶ୍ବର ଶୈବପୀଠରେ ଦୀପ ଜାଳି ପୂଜାର୍ଚ୍ଚନା କରିଛନ୍ତି।

ସ୍ବାସ୍ଥ୍ୟଗତ ସମସ୍ୟା ଏବଂ ଅସ୍ତ୍ରୋପଚାର ଲାଗି ନବୀନ ମୁମ୍ବାଇ ଯାଇଥିବା ବେଳେ ସେ ଶୀଘ୍ର ସୁସ୍ଥ ହୋଇ ଓଡିଶା ଫେରି ଆସନ୍ତୁ ବୋଲି ଦଳୀୟ କାର୍ଯ୍ୟକର୍ତ୍ତା ଦୀପ ପ୍ରଜ୍ଜ୍ୱଳନ କରି ତାଙ୍କର ମଙ୍ଗଳ କାମନା କରିଛନ୍ତି।

ବ୍ଳକ ବିଜେଡି ସଭାପତି ବିଭୂତି ଭୂଷଣ ମହାପାତ୍ର, ନଗର ସଭାପତି ତାରାପ୍ରସାଦ ପଟ୍ଟନାୟକ, ଏନଏସି କାଉନସିଲର ନୀଳମାଧବ ଗୌଡ଼, କରିସ୍ମା ନାୟକ, ସୁଶାନ୍ତ କୁମାର ପାତ୍ର , ଗୌରାଙ୍ଗ ବେହେରା ପୂର୍ବତନ କାଉନସିଲର ନିରୂପମା ପଟ୍ଟନାୟକ, ପୂର୍ବତନ ସରପଞ୍ଚ ଉମା ମହେଶ୍ୱରୀ ସେଠୀ, ଅନୀତା ବେହେରା, ଶିବଲକ୍ଷ୍ମୀ ପଟ୍ଟନାୟକ, ଦଳୀୟ କାର୍ଯ୍ୟକର୍ତ୍ତା ରମେଶ ଚନ୍ଦ୍ର ଜେନା, ବିପ୍ଳବ ମିଶ୍ର, ରଞ୍ଜନ କୁମାର ପାତ୍ର, ପିଙ୍କୁ ଘଡେଇ, ନିଗମ ପଣ୍ଡା, ଜିତେନ୍ଦ୍ର ମାର୍ଥା, ସମୀର ସ୍ବାଇଁ, ନୀଳକଣ୍ଠ ପଟ୍ଟନାୟକ, ରାଜେନ୍ଦ୍ର ଗୌଡ଼ଙ୍କ ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri