ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା ସନ୍ନ୍ୟାସୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛି । ରବିବାର ବିଳମ୍ବିତ ରାତିରେ ଖୁବ ଜୋର୍‌ରେ ଏକ ଶବ୍ଦ ଶୁଭିଥିଲା ବୋଲି ଅଞ୍ଚଳବାସୀଙ୍କ କହିଛନ୍ତି। ତେବେ ଏହା ବିପଦର ଏକ ସଙ୍କେତ, ମାଡ଼ି ଆସୁଛି କି ଭୟଙ୍କର ବିପଦ?।। ଦଧିନଉତି ଭାଙ୍ଗିବା ସମ୍ପୂର୍ଣ୍ଣ ଅଶୁଭ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ତୁରନ୍ତ ଏହାର ମରାମତି ପାଇଁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟୁଜିକାଲ ଫାଉଣ୍ଟେନରେ ବଲିଉଡ୍‌ ଗୀତର ତାଳେ ତାଳେ ଝୁମିଲେ ପର୍ଯ୍ୟଟକ, ମଜା ନେଇ କହିଲେ…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ହଜାର ହଜାର ସଂଖ୍ୟାରେ ଆସିଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ବୁଲିବା...

ଭଞ୍ଜନଗରରେ ୨୦ରୁ ଜିଲାସ୍ତରୀୟ ଶିଶୁ ଉତ୍ସବ

ଭଞ୍ଜନଗର,୧୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଜିଲାସ୍ତରୀୟ ଶିଶୁ...

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ,...

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri