ଏହି ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା: ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୬(ଅନୁରାଧା ମହାରଣା)- ରାଜ୍ୟରେ ଗତ କିଛି ଦିନ ଧରି ବର୍ଷା ଜାରି ରହିଛି। ୨୯ ତାରିଖ ପଯର୍‌ୟନ୍ତ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୭ ତାରିଖ ରଥଯାତ୍ରା ପଡ଼ୁଥିବାବେଳେ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଥିବାବେଳେ ପୁରୀ ସମେତ ଅନ୍ୟାନ୍ୟ ଜିଲାରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଓ୍ବାର୍ନି ଜାରି କରାଯାଇଛି। ତେବେ ମଙ୍ଗଳବାର ସମସ୍ତ ୩୦ ଜିଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ପୁରୀ, ଜଗତସିଂହପୁର, ବୌଦ୍ଧ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ, ନୟାଗଡ଼ ଓ କେନ୍ଦ୍ରପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ସୋନପୁର, ନୂଆପଡ଼ା, ବଲାଙ୍ଗୀର ଓ ମାଲକାନଗିରିକୁ ସତର୍କ କରାଯାଇଛି।
ସୋମବାର ଦାରିଙ୍ଗିବାଡ଼ିରେ ସର୍ବାଧିକ ୬୭.୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବଲାଙ୍ଗୀରରେ ୪୫.୪ ମିମି, କୋରାପୁଟରେ ୨୩.୦ ମିମି, ଗୋପାଳପୁରରେ ୨୧.୯ ମିମି, ଢ଼େଙ୍କାନାଳରେ ୧୪.୦ ମିମି, ନବରଙ୍ଗପୁରରେ ୧୨.୪ ମିମି, ପାରଳାଖେମୁଣ୍ଡିରେ ୮.୪ ମିମି, ବରଗଡ଼ରେ ୮.୦ ମିମି ଓ ଖୋର୍ଦ୍ଧାରେ ୭.୦ ମିମି ବର୍ଷା ରେକର୍ଡ ହୋଇଛି। ଏହା ବ୍ୟତୀତ ଅନ୍ୟଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri