ବିକାଶ କାର୍ଯ୍ୟ ଠପ୍‌: ଧାରଣାରେ ବସିଲେ ଜିଲା ପରିଷଦ ସଦସ୍ୟ

ବଲାଙ୍ଗୀର, ୨୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପରିଷଦ ସଦସ୍ୟା ସଦସ୍ୟମାନେ ମଙ୍ଗଳବାର ସ୍ଥାନୀୟ ଜିଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଜିଲା ପରିଷଦ ସଭାପତି ଦେବକୀ
ସାହୁ ଓ ପରିଷଦ ସଦସ୍ୟା, ସଦସ୍ୟମାନେ କହିଛନ୍ତି ଯେ, ଦୀର୍ଘ ଏକ ବର୍ଷରୁ ଉଦ୍ଧର୍‌ବ ହେବ କେବିକେ ବିକାଶ ଯୋଜନାର ଜିଲା ଅଂଶ ଅନୁଦାନ ଯୋଗାଇ ଦିଆଯାଉନାହିଁ। ଫଳରେ ଜିଲାରେ ବିକାଶ କାମ ଠପ ହୋଇଯାଇଛି। ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ନିଯୁକ୍ତ ନ କରିବା, ଜିଲା ପରିଷଦ ବୈଠକ ନ କରିବା ଏବଂ ନିର୍ବାଚିତ ଜିଲା ପରିଷଦ ସଦସ୍ୟା ସଦସ୍ୟଙ୍କୁ ଜିଲା ପ୍ରଶାସନ ଖାତିର ନ କରିବା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯିବ ବୋଲି ପରିଷଦ ସଭାପତି ସାହୁ କହିଛନ୍ତି। ଜିଲା ପରିଷଦ ସଦସ୍ୟାସଦସ୍ୟମାନେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri