ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଉପରେ ସଚେତନତା ଶିବିର

କେସିଙ୍ଗା,୨୫ା୬ (ତୁମେଶ୍ବର ସାହୁ)- ତାଲୁକ ଆଇନ ସେବା ସମିତି କେସିଙ୍ଗା ତରଫରୁ ବୋରିଆ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଆଇନ ସଚେତନତା ଶିବିର “ପ୍ରବାସୀ ଶ୍ରମିକ ଙ୍କ ବିଭିନ୍ନ ସମସ୍ୟା” ଉପରେ ବୁଧବାର ଆୟୋଜିତ ହୋଇଥିଲା। ଏଥିରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ତଥା ଅଧ୍ୟକ୍ଷା ତାଳୁକ ଆଇନ ସେବା ସମିତି କେସିଙ୍ଗା ଦୀପ୍ତା ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପରୋକ୍ତ ବିଷୟ ଉପରେ ଗୁରୁତ୍ୱାରୋପ କରିବା ସହ ତତ ସଂଲଗ୍ନ ବିଭିନ୍ନ ଆଇନ ଉପରେ ଉପସ୍ଥିତ ଜନସାଧାରଣ ଙ୍କୁ ଅବଗତ କରାଇଥିଲେ।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଓକିଲ ସଂଘ ସଂପାଦକ ଯୁଗଳ କିଶୋର ଦୀପ,ବରିଷ୍ଠ ଆଇନଜୀବି ସୌରରଶ୍ମି ନନ୍ଦ,,ସଞ୍ଜୀବ କୁମାର ସ୍ବାଇଁ, ବୋରିଆ ଗ୍ରାମ ପଞ୍ଚାୟତ ର ସରପଞ୍ଚ ରିମା ନାୟକ କାର୍ଯ୍ୟନିର୍ବାହୀ ଅଧିକାରୀ ଶଙ୍କର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri