ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ନାଁ ନେଇ କିଛି ମଦ୍ୟପ ଓ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା ଚାନ୍ଦିପୁଟ ଏବଂ ଗଞ୍ଜାମ ଜିଲା କେ.…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା ଖବର  ପ୍ରକାଶ ପାଇଥିଲା। ବିଶେଷକରି ଜମି…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେ…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ ଲୋକେ ଧରି ମାଡ଼ ମାରୁଥିବା ଶନିବାର…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା।…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ, କଟକ-ଚୌଦ୍ୱାର ବିଧାୟକ ସୌଭିକ୍‌…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ ୨୦ ପ୍ରତିଶତ ଆବଣ୍ଟନକୁ ଅନୁମତି ଦିଆଯାଇଛି। ଯାହା ମୋଟ୍‌ ଆବଣ୍ଟନକୁ ୫୦ ପ୍ରତିଶତକୁ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର ସହ ଧରିବାରେ ସଫଳ ହୋଇଛି। ଏବେ, ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ ଦାବି କରିଛି…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ ଓଡ଼ିଶାର ଏକ ଘରୋଇ ଯାତ୍ରୀବାହୀ ବସରେ ନିଆଁ ଲାଗି ଯାଇଛି। ବସରେ ଭୁବନେଶ୍ୱରରୁ…

ଭିଏତନାମ ଯୁଦ୍ଧ କଥା ମନେପକାଇ ଆମେରିକାକୁ ଘେରିଲା ଇରାନ, କହିଲା ‘ବିଜୟର ମିଥ୍ୟା ଦାବି କରିବା ବନ୍ଦ କର…’

ତେହରାନ୍‌,୨୧।୩: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ ବର୍ତ୍ତମାନର ପରିସ୍ଥିତି ଭିଏତନାମ ଯୁଦ୍ଧ ସହିତ ଏକ ନିର୍ଦ୍ଦିଷ୍ଟ ସମାନତା…

ମଧ୍ୟପ୍ରାଚ୍ୟ ଅଭିମୁଖେ ୟୁଏସ୍‌ଏସ୍‌ ଟ୍ରିପୋଲି

ଓ୍ବାଶିଂଟନ,୨୧ା୩: ଆମେରିକା ନୌସେନା ଯୁଦ୍ଧଜାହାଜ ୟୁଏସ୍‌ଏସ୍‌ ଟ୍ରିପୋଲି ମଧ୍ୟପ୍ରାଚ୍ୟ ଅଭିମୁଖେ ଅଗ୍ରସର ହେଉଛି। ଏଥିରେ ୨,୨୦୦ ସୈନ୍ୟ ରହିଥିବାରୁ ଉକ୍ତ ଅଞ୍ଚଳରେ ଆମେରିକା ଅଧିକ ସେନା ନିୟୋଜିତ କରିବା ସଙ୍କେତ ମିଳିଛି। ଇରାନରେ ଆମେରିକା ସ୍ଥଳଯୁଦ୍ଧ କରିପାରେ ବୋଲି ମଧ୍ୟ କଳ୍ପନାଜଳ୍ପନା…

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା ବେଳେ, ଅନ୍ୟପଟେ ଇରାନ ଅଭିମୁଖେ ଆମେରିକାର ସବୁଠାରୁ ବଡ଼ ସାମରିକ ଅଭିଯାନ ଆରମ୍ଭ…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ରେ ଏକ ପୋଷ୍ଟ କରି…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ ଚର୍ଚ୍ଚାରେ ଅଛି। ଏହା ମଧ୍ୟ ଦେଇ ଚାଇନା, ମାଲେସିଆ ଏବଂ ପାକିସ୍ତାନ ଭଳି…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହୋଇଛି। ଏହି ପଦକ୍ଷେପ ଏପରି ସମୟରେ ଆସିଛି ଯେତେବେଳେ ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୂରାଜନୈତିକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri