ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ତାଙ୍କ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ ମହାନଗର ପୋଲିସ ଷ୍ଟେସନ ଅଧୀନସ୍ଥ ନିଶାତଗଞ୍ଜ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ ୪ ଜଣ ଯାତ୍ରୀ ଆହତ ହୋଇଥିବା…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ କରିଛନ୍ତି ଯେ ଏହି ଦୁର୍ଘଟଣାରେ ଛଅ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨ ଜଣକୁ ଅଟକ ରଖି ପଚରାଉଚୁରା ଜାରି…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରାଯାଇଛି । ଏହା ପୂର୍ବରୁ, ଇରାନ ଇସ୍ରାଏଲର…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ ଜଳ ଦିବସ ସମାରୋହ ଅନୁଷ୍ଠିତ ହୋଇଛି ।ସୂଚନା ଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି। ଫଳସ୍ବରୂପ, ସାରା ବିଶ୍ୱରେ ତୈଳ ଏବଂ ଗ୍ୟାସର ଅଭାବ ଦିନକୁ ଦିନ ବୃଦ୍ଧି…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି । ଯାହା ସମଗ୍ର ବିଶ୍ୱକୁ ଚକିତ କରିଛି। ଟ୍ରମ୍ପ ରବିବାର ଚେତାବନୀ ଦେଇଛନ୍ତି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି। ଏମିତିକି କିଛି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଲାଣି। ଏଥିପାଇଁ ସରକାର ସକାଳୁଆ…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ ଦେବେ, ସେଥିପାଇଁ ଶୁକ୍ରବାର ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକଙ୍କୁ ବିଧିବଦ୍ଧ ଭାବେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ବିହାରର ଅର୍‌ଓ୍ବାଲ ଜିଲାରୁ ଗିରଫ ହୋଇଥିବା ସିଦ୍ଧନାଥଙ୍କ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି ରହିଥିବା ଇରାନୀୟ ତୈଳ ବିକ୍ରି ଉପରୁ ସାମୟିକ ଭାବେ କଟକଣା ହଟାଇଛି। ମାସକ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ,…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ ୨୦ ପ୍ରତିଶତ ଆବଣ୍ଟନକୁ ଅନୁମତି ଦିଆଯାଇଛି। ଯାହା ମୋଟ୍‌ ଆବଣ୍ଟନକୁ ୫୦ ପ୍ରତିଶତକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri