କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ

କୋରାପୁଟ,୨୮ା୬(ଅମିତାଭ ବେହେରା): ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବା ପରେ ପ୍ରଥମ ଥର ପାଇଁ କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ ।

ରଥଯାତ୍ରା ପାଇଁ ଭୁବନେଶ୍ବରରୁ ଆସି ଜୟପୁର ବିମାନବନ୍ଦରରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ପ୍ରାଣସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା।...

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ...

ଦନ୍ତାକୁ ଟ୍ରାଙ୍କୁଲାଇଜ ପାଇଁ ୩ ଟିମ୍‌

ଭୁବନେଶ୍ୱର,୧୯ା୧୨: ଚନ୍ଦକାର ଅସୁସ୍ଥ ଦନ୍ତାହାତୀକୁ ଉଦ୍ଧାର ଓ ଟ୍ରାଙ୍କୁଲାଇଜ ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି। ଭାଲୁଙ୍କା ଜଙ୍ଗଲର ଆଖପାଖ ଅଞ୍ଚଳରେ ଅସୁସ୍ଥ ଦନ୍ତା ବୁଲୁଛି।...

ଶନିଙ୍କ ରାଶିରେ ଗ୍ରହମାନଙ୍କର ମହାସଂଯୋଗ: ଜାନୁଆରୀରୁ ବଦଳିବ ଏହି ରାଶିଗୁଡ଼ିକର ଭାଗ୍ୟ

୨୦୨୬ ବର୍ଷର ଆରମ୍ଭ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଜାନୁଆରୀ ମାସ, ଏହାର ଦ୍ରୁତ ଗ୍ରହ ଗତି ଏବଂ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ସହିତ,...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri