Posted inରାଜ୍ୟ

ଝାଡ଼ଖଣ୍ଡରେ ପ୍ରବଳ ବର୍ଷା; ଓଡ଼ିଶାର ଏହି ଦୁଇ ଜିଲାରେ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୯।୬: ଝାଡ଼ଖଣ୍ଡର ଉପରମୁଣ୍ଡାରେ ପ୍ରବଳ ବର୍ଷା ଯୋଗୁଁ ଓଡ଼ିଶାର ବାଲେଶ୍ବର ଓ ମୟୂରଭଞ୍ଜ ଜିଲାରେ ପୁଣି ଥରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ତିନୋଟି ପ୍ରମୁଖ ନଦୀରେ ବନ୍ୟାର ଆଶଙ୍କା ଦୃଷ୍ଟିରୁ ପ୍ରଶାସନ ସଜାଗ ହୋଇଛି।

ରାଜଘାଟରେ ସୁବର୍ଣ୍ଣରେଖା ନଦୀ ଏବେ ୯.୫୦ ମିଟର ଉଚ୍ଚତାରେ ପ୍ରବାହିତ ହେଉଛି, ଯାହା ସତର୍କ ସଙ୍କେତ (୯.୪୫ ମିଟର) ଅତିକ୍ରମ କରିଛି। ବସ୍ତା ମଥାନୀରେ ଜଳକା ନଦୀ ୭.୧୯ ମିଟରରେ ପ୍ରବାହିତ ହେଉଛି, ଯାହା ବିପଦ ସଙ୍କେତ (୬.୫୦ ମିଟର)ରୁ ଅଧିକ। ସେହିପରି, ବୁଢ଼ାବଳଙ୍କ ନଦୀ ୭.୨୦ ମିଟର ଉଚ୍ଚତାରେ ଫୁଲିଛି।

ବନ୍ୟା ଆଶଙ୍କା ଦୃଷ୍ଟିରୁ ରାଜ୍ୟ ସରକାର ବାଲେଶ୍ବର ଓ ମୟୁରଭଞ୍ଜ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ଏବଂ ସ୍ଥାନାନ୍ତର ଓ ରିଲିଫ୍ କାର୍ଯ୍ୟକ୍ରମଙ୍କୁ ମନିଟର କରିବାକୁ ଜଳସଂପଦ ନିର୍ଦ୍ଦେଶ ବିଭାଗ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri