ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ

ଭୁବନେଶ୍ୱର,୩୦ା୬: ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୩୦ ଜୁନ୍‌ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ମିର୍ଦ୍ଧା ଟପ୍ପୋଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ କେନ୍ଦୁଝରରେ ଡୁଡା (ଜିଲା ନଗର ଉନ୍ନୟନ ସଂସ୍ଥା)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବରେ ଟପ୍ପୋ କାର୍ଯ୍ୟ କରୁଥିଲେ।

Mirdha Toppo

ସେହିପରି ଗତକାଲି ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଗ୍ରାମୀଣ ବିକାଶ ବିଭାଗ ଦ୍ୱାରା ଜାରି ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଶାଶ୍ୱତ ମିଶ୍ର (IAS, RR-1996), ପ୍ରଧାନ ସଚିବ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି। ସେ ମଧ୍ୟ ଆନୁଷଙ୍ଗିକ ଭାବେ ବିତ୍ତ ବିଭାଗ ଏବଂ IDCO’ର ଚେୟାରମ୍ୟାନ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଜାରି ହୋଇଥିବା ନୋଟିସ ଅନୁଯାୟୀ, ମିଶ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନ ସଚିବ ଭାବେ କାର୍ଯ୍ୟ କରିବା ସହ ବିତ୍ତ ବିଭାଗ ଓ IDCOର ଚେୟାରମ୍ୟାନ ଭାବେ ମଧ୍ୟ ଅଧିକ ଦାୟିତ୍ୱ ପାଇଛନ୍ତି। ଏହି ନିଯୁକ୍ତି ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାପନାରେ ଏକ ଗୁରୁତ୍ଵପୂର୍ଣ୍ଣ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି। ତେବେ ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri