୫ ଯାଏ ପ୍ରବଳ ବର୍ଷା : ଏସବୁ ଜିଲାକୁ…

ଭୁବନେଶ୍ୱର,୧।୭: ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ନିଂ ଜାରିକରାଯାଇଛି। ବୁଧବାର ମସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ କରାଯାଇଛି।  ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ ଏବଂ ଦେବଗଡ଼ ଏହି ୬ ଜିଲାକୁ ୟେଲେ ଓ୍ବାର୍ନିଂ ଜାରି ମଧ୍ୟ ଜାରି  ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨...

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ୨୦୨୬ ମାର୍ଚ୍ଚରୁ ଆରମ୍ଭ ହେବ ତାଣ୍ଡବ! ଡିସେମ୍ୱରରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ କୋଭିଡ-୧୯ ମହାମାରୀ, ୯/୧୧ ଆକ୍ରମଣ ଏବଂ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ଭଳି ଘଟଣା ଅନ୍ତର୍ଭୁକ୍ତ। ତାଙ୍କର କିଛି ଭବିଷ୍ୟବାଣୀ ୨୦୨୬ ବର୍ଷ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri