ବିଏମସି ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ

ତୁମୁଡିବନ୍ଧ,୧।୭ (ଦୀପକ କୁମାର ପରାସେଠ):ବିଏମସିର ଅତିରିକ୍ତ କମିଶନର ଅଭିଯୋଗ ଶୁଣାଣି କାର୍ଯ୍ୟ ସମୟରେ ମରଣାନ୍ତକ ଆକ୍ରମଣ ଘଟଣାକୁ ସମସ୍ତ ସରକାରୀ କର୍ମଚାରୀ ନିନ୍ଦା କରିବା ସହିତ ବିରୋଧ ପ୍ରଦର୍ଶନ କରୁଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟା ବେଳେ କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କରିବାର ଦେଖିବାକୁ ମିଳିଛି। ତୁମୁଡିବନ୍ଧ ବ୍ଳକ କର୍ମଚାରୀମାନେ ଯଥା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ କେଦାରନାଥ ଚୌଧୁରୀ,କନିଷ୍ଠ ଯନ୍ତ୍ରୀ ବିନୟ କୁମାର ମିଶ୍ର, ରାମ ପ୍ରାସଦ ଦାସ, ସୁନୀଲ କୁମାର ପ୍ରଧାନ, ବରିଷ୍ଠ କିରାଣୀ ଅରୁଣ କୁମାର ସ୍ବାଇଁ ବିବେକାନନ୍ଦ କଂହର,ବିଏସଏସ ଓ ସୌମ୍ୟରଂଜନ ସାହୁ, ବିଏଲସି ବାଦଲ କୁମାର ପ୍ରଧାନ,ବି ପି ସି ଆଶୀର୍ବାଦ ଦିଗାଲ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଦୁର୍ଗା ମାଧବ ପଣ୍ଡା ଓ ଅନ୍ୟ ସମସ୍ତ କର୍ମଚାରୀମାନେ ଅତିରିକ୍ତ ବିଏମସି କମିଶନରଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣକୁ ନିନ୍ଦା କରିବା ସହିତ ସମସ୍ତ ଆକ୍ରମଣକାରୀଙ୍କୁ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ନ ହେଲେ ଏହି କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କରିବାର ଜାରି ରହିବ ବୋଲି କର୍ମଚାରୀମାନେ କହିଛନ୍ତି। ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ କନ୍ଧମାଳର ଜିଲା ପରିଷଦର ପୂର୍ବତନ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ କାର୍ଯ୍ୟ ସମ୍ପାଦନ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri