ବ୍ଲକ ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରଞ୍ଜିତ

ଜଗନ୍ନାଥପ୍ରସାଦ,୫।୭(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ବ୍ଲକ ଉପାଧ୍ୟକ୍ଷ ରଞ୍ଜିତ କୁମାର ପାତ୍ର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ପାତ୍ର ଗତ ଜୁନ ୧୬ରେ ଚିଠି ନଂ. ୫୭୮୬ରେ ତାଙ୍କ ଇସ୍ତଫା ପତ୍ର ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରିଥିଲେ। ଏହାର ସତ୍ୟତାକୁ ନେଇ ଅଞ୍ଚଳରେ ଦ୍ୱନ୍ଦ୍ୱ ଲାଗି ରହିଥିଲା। ଏହା ଶୁକ୍ରବାର ଜିଲାପାଳ ସ୍ପଷ୍ଟ କରିବା ପରେ ଦୂର ହୋଇଛି। ଜିଲାପାଳ ତାଙ୍କ ଚିଠି ନଂ. ୧୪୬୬ରେ ଭଞ୍ଜନଗର ଉପଜିଲାପାଳ, ଜଗନ୍ନାଥ ପ୍ରସାଦ ବିଡିଓ ଓ ଜିଲା ପଞ୍ଚାୟତ ଅଧିକାରୀଙ୍କୁ ଚିଠି କରି ଏ ନେଇ ସ୍ପଷ୍ଟ କରିଛନ୍ତି।

ତେବେ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ରଞ୍ଜିତ କହିଛନ୍ତି। ଅନ୍ୟପକ୍ଷରେ ଏଠାରେ ଭାଜପା ବିଜୟୀ ହେବା ପରେ ବିଜେଡିର କେତେ ଜଣ ଆଗଧାଡିର କର୍ମୀ ବିଜେଡି ବୈଠକରେ ଖୁଲୁମଖୁଲା ଭାଜପା ସପକ୍ଷରେ କହିବା, ଭାଜପାର ଶୋଭାଯାତ୍ରାରେ ସାମିଲ ହେବା ଏବଂ ଅଞ୍ଚଳର ବିଜେଡିର ପୂର୍ବତନ ବିଧାୟକ ବିକ୍ରମ ଆରୁଖ ପରାଜୟ ପରଠାରୁ ଜଗନ୍ନାଥ ପ୍ରସାଦ ଅଞ୍ଚଳକୁ ଆଦୌ ଗସ୍ତରେ ନ ଆସିବା ବିଜେଡି କର୍ମୀଙ୍କୁ ଦଳୀୟ କାର୍ଯ୍ୟକ୍ରମରେ ନିରାଶ କରୁଛି। ଫଳରେ ଜଣକ ପରେ ଜଣେ ବିଜେଡି ନେତା ଓ କର୍ମକର୍ତ୍ତା ଦଳ ଛାଡୁଥିବା ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri