ଏହି ୬ ରାଶି ଉପରେ ପଡ଼ିବ ଶନିଙ୍କ କୃପା, ହେବ ଧନବର୍ଷା

ଭୁବନେଶ୍ୱର, ୫।୭:ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଅଗଷ୍ଟ ମାସଠାରୁ ବୁଦ୍ଧାଦିତ୍ୟ ରାଜଯୋଗ ସୃଷ୍ଟି ହେଉଛି। ଏହି ରାଜଯୋଗ ସିଂହ ରାଶିରେ ହେବ ଏହାଦ୍ୱାରା କିଛି ରାଶିର ଭାଗ୍ୟ ବଦଳିଯାଇପାରେ। ଏଥିସହ ସେମାନଙ୍କ କ୍ୟାରିୟର ଏବଂ ବ୍ୟବସାୟରେ ଲାଭ ହେବ। ଆସନ୍ତୁ ଜାଣିବା ସେସବୁ ରାଶି ବିଷୟରେ…

ମେଷ (Aries): ଆଜି ଆପଣଙ୍କ ଆତ୍ମବିଶ୍ୱାସ ବଢିବ। ବ୍ୟବସାୟୀଙ୍କ ପାଇଁ ଲାଭଦାୟକ ଦିନ ହେବ। ପାରିବାରିକ ଜୀବନରେ ଆନନ୍ଦ ରହିବ, କିନ୍ତୁ ଅନାବଶ୍ୟକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।

ବୃଷ (Taurus): ମାଲବ୍ୟ ରାଜଯୋଗ ଆପଣଙ୍କ ଭାଗ୍ୟକୁ ଖୋଲିପାରେ। ଆର୍ଥିକ ଦିଗରେ ଲାଭର ସମ୍ଭାବନା ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହାୟତା ମିଳିବ।

ମିଥୁନ (Gemini): ଆଜି ଆପଣଙ୍କ ପାଇଁ ଶୁଭ ଦିନ। ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଉପଯୁକ୍ତ ସମୟ। ପ୍ରେମ ଜୀବନରେ ମଧୁରତା ବଢିବ।

କର୍କଟ (Cancer): ଆଜି ସତର୍କତା ଅବଲମ୍ବନ କରନ୍ତୁ। ସୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଓ ଅନଶ୍ୟକ ବିବାଦରୁ ଦୂରେଇ ରୁହନ୍ତୁ। କାର୍ଯ୍ୟରେ ର୍ଧଯ୍ୟ ରଖିଲେ ସଫଳତା ମିଳିବ।

ସିଂହ (Leo): ଶନିଙ୍କ କୃପାରେ ଆଜି ଆପଣଙ୍କ ଦିନ ସଫଳତାଦାୟକ ହେବ। ଚାକିରି ଓ ବ୍ୟବସାୟରେ ନୂଆ ସୁଯୋଗ ମିଳିପାରେ। ପାରିବାରିକ ସୁଖ ବିବ।

କନ୍ୟା (Virgo): ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଅଗ୍ରଗତି ହେବ।

ତୁଳା (Libra): ଆର୍ଥିକ ବୃଦ୍ଧି ଓ ବ୍ୟବସାୟିକ ସଫଳତା ପାଇଁ ଆଜିର ଦିନ ଶୁଭ। ର୍ଧଯ୍ୟ ଓ ସନ୍ତୁଳନ ରକ୍ଷା କରନ୍ତୁ, ଭାଗ୍ୟ ଆପଣଙ୍କ ସାଙ୍ଗରେ ରହିବ।

ବିଛା (Scorpio): ଆଜି ନୂଆ ଯୋଜନା ଉପରେ କାମ କରିବାର ସୁଯୋଗ ମିଳିବ। ମାନସିକ ଶାନ୍ତି ପାଇଁ ଧ୍ୟାନ କରନ୍ତୁ। ପାରିବାରିକ ସମସ୍ୟାର ସମାଧାନ ହେବ।

ଧନୁ (Sagittarius): ଆଜି ଆପଣଙ୍କ ଉତ୍ସାହ ବଢିବ। ବ୍ୟବସାୟୀଙ୍କ ପାଇଁ ଲାଭର ସମ୍ଭାବନା। ପ୍ରେମ ଜୀବନରେ ମଧୁର ମୁହୂର୍ତ୍ତ ଆସିବ।

ମକର (Capricorn): ଆଜି କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ନିବେଶ ପାଇଁ ସତର୍କ ରୁହନ୍ତୁ। ସୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ (Aquarius): ଆଜି ନୂଆ ସୁଯୋଗ ମିଳିବ। ବୌଦ୍ଧିକ କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ ଜୀବନରେ ଶାନ୍ତି ଓ ସୁଖ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri