କୁପୋଲା ମଡ୍ୟୁଲରେ ଶୁଭାଂଶୁ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌, ୭ା୭: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ର ୭ ଝରକାବିଶିଷ୍ଚ କୁପୋଲା ମଡ୍ୟୁଲରୁ ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କ କିଛି ଫଟୋ ଆସିଛି।
ଭାରତ ସରକାରଙ୍କ ପକ୍ଷରୁ ରବିବାର ଏକ୍ସ’ରେ ଏହାକୁ ଶେୟାର କରାଯାଇଛି।
ଫଟୋଗୁଡ଼ିକରେ ଶୁଭାଂଶୁ କୁପୋଲା ମଡ୍ୟୁଲରୁ ପୃଥିବୀର ସୁନ୍ଦର ଦୃଶ୍ୟକୁ ଉପଭୋଗ କରୁଥିବାର ନଜରକୁ ଆସିଛନ୍ତି। ଅନ୍ୟ କିଛି ଫଟୋରେ ଶୁଭାଂଶୁ ଆଇଏସ୍‌ଏସ୍‌ ମଧ୍ୟରୁ ବାହାର ମହାକାଶ ଦୃଶ୍ୟର ଫଟୋ ନେଉଥିବାର ଦେଖାଯାଉଛନ୍ତି। ଉକ୍ତ ପୋଷ୍ଟର କ୍ୟାପ୍‌ଶନ୍‌ରେ ଲେଖା ହୋଇଛି, ମହାକାଶରୁ ପୃଥିବୀର ଅଦ୍ଭୁତ ଦୃଶ୍ୟ। ଶୁଭାଂଶୁ ଆଇଏସ୍‌ଏସ୍‌ର କୁପୋଲା ମଡ୍ୟୁଲରୁ ପୃଥିବୀର ଚମତ୍କାର ଏବଂ ମନୋରମ ଦୃଶ୍ୟକୁ ଉପଭୋଗ କରୁଛନ୍ତି। ପ୍ରକାଶ ଯେ, ପୃଥିବୀର ପରୀକ୍ଷଣ, ଡକିଂ ଏବଂ ପର୍ଯ୍ୟବେକ୍ଷଣ ପାଇଁ ମହାକାଶଚାରୀମାନେ ଆଇଏସ୍‌ଏସ୍‌ରେ ଥିବା କୁପୋଲା ମଡ୍ୟୁଲକୁ ବ୍ୟବହାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri