ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, କଡ଼ାସୁରକ୍ଷାରେ ଚାଲିଛି ଗଣତି

ରାୟଗଡ଼ା,୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ସୋମବାର ସକାଳ ୯ଟାରେ ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ କରାଯାଇଛି। ଚଳିତ ଥର ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ, ମନ୍ଦିର ପରିଚାଳନା କମିଟି ଓ ବିଭିନ୍ନ ମହିଳା ସୟଂ ସହାୟକ ଗୋଷ୍ଠୀ ପକ୍ଷରୁ ହୁଣ୍ଡିରୁ ବାହାରିଥିବା ଟଙ୍କା ଓ ଅଳଙ୍କାର ଗଣତି ଜାରିରହିଛି। ଗତ ଥର ଜାନୁଆରୀ ୨୭ ତାରିଖରେ ହୁଣ୍ଡିରୁ ନଗଦ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩ ଗ୍ରାମ ସୁନା ଓ ୨୧୭୦ ଗ୍ରାମ ରୁପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୫ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଥିଲା। ଏହା ପୂର୍ବରୁ ୨୦୨୪ ଜୁଲାଇ ୨୪ରେ ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା ସହିତ ୫୩ ଗ୍ରାମ ସୁନା ଓ ୨୩୯୨ ଗ୍ରାମ ରୂପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୩୩ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଥିଲା। ଏଥିରେ ଇଂଲଣ୍ଡର ୨୦ ପାଉଣ୍ଡ ନୋଟ ୨୦ଟି, ୧୦ ପାଉଣ୍ଡ ନୋଟ୍‌ ୧୦ଟି, କାନା ୫ କାନାଡିଆନ ଡଲାର ୧ଟି, ଆମେରିକାର ୨୦ ଡଲାର ନୋଟ ୧ଟି ଏବଂ ଥାଇଲାଣ୍ଡର ୧୦୦ ଥାଇ ନୋଟ ରହିଥିଲା।


ସୂଚନା ଥାଉକି, ବର୍ଷକୁ ୩ରୁ ୪ ଥର ହୁଣ୍ଡି ଖୋଲାଯାଇ ଗଣତି କରାଯାଉଛି। ହୁଣ୍ଡି ଖୋଲି ଗଣତି ବେଳେ ପୋଲିସ ଓ ମନ୍ଦିର ସୁରକ୍ଷାକର୍ମୀଙ୍କ ଦ୍ୱାରା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri