ଜଳମଗ୍ନ ହୋଇ ପୂଜା ପାଉଛନ୍ତି ବାବା ଗୋକର୍ଣ୍ଣେଶ୍ୱର: ବୁଡ଼ିଗଲା ମହାଦେବଙ୍କ ଲିଙ୍ଗ

ଧର୍ମଶାଳା,୮।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଷୋହଳ ନମ୍ବର ଜାତୀୟ ରାଜପଥ ଜାରକା ଅଞ୍ଚଳର ବହୁ ପୁରାତନ ପୀଠ ବାବା ଗୋକର୍ଣ୍ଣେଶ୍ୱରଙ୍କ ପୀଠରେ ବନ୍ୟା ଜଳ ପ୍ରବାହିତ ହେଉଥିବାବେଳେ ଜଳମଗ୍ନ ମଧ୍ୟରେ ବାବା ଗୋକର୍ଣ୍ଣେଶ୍ୱର ଶିବଲିଙ୍ଗ ପୁଜା ପାଉଛନ୍ତି। ଲଗାଣ ବର୍ଷା ପ୍ରଭାବରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଛି। ଏହା ମଧ୍ୟରେ ଯାଜପୁର ଜିଲାରେ ମଧ୍ୟ ନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇଛି।
ରେଙ୍ଗାଲି ଡ୍ୟାମ ଦୁଇଟି ଗେଟ ଖୋଲି ଥିବାବେଳେ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଯାହା ଫଳରେ ନଦୀରେ ପାଣି ବଢିବା ସହ ବାବା ଗୋକର୍ଣ୍ଣେଶ୍ୱର ପୀଠ ଜଳମଗ୍ନ ହୋଇଛି। ନଦୀ ଜଳରେ ବୁଡି ଯାଇଛନ୍ତି ବାବା ମହାଦେବଙ୍କ ଲିଙ୍ଗ ନଦୀ ଜଳରେ ବୁଡି ରହିଥିବାବେଳେ ଭକ୍ତମାନେ ମଧ୍ୟ ପ୍ରଭୁଙ୍କ ନିକଟରେ ପୁଚର୍ଚ୍ଚନା କରୁଥିବା ଦେଖିବାକୁ ମିଳୁଛି। ବ୍ରାହ୍ମଣୀ ନଦୀରେ ବନ୍ୟା ଆସିଲେ ବାବା ଗୋକର୍ଣ୍ଣେଶ୍ୱର ଜଳମଗ୍ନ ହୋଇ ପୂଜା ପାଆନ୍ତି। ଜଳସ୍ତର ବୃଦ୍ଧି ପାଇଲେ ନାଗ ପ୍ରତିମାଙ୍କୁ ଉପରକୁ ଅଣାଯାଇ ପୂଜାର୍ଚ୍ଚନା କରାଯାଏ ବୋଲି ମନ୍ଦିର ପୂଜକ ସୋମନାଥ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri