ଆଜି ଆସିବେ ରାହୁଲ, ଖାର୍ଗେ

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର ଆୟୋଜିତ ହେବ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ। ଏଥିରେ ଯୋଗଦେବେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ। ସମାବେଶକୁ ସଫଳ କରିବାପାଇଁ କଂଗ୍ରେସ ନେତୃବୃନ୍ଦ ଦିନରାତି ଏକାଠି କରିଦେଇଛନ୍ତି। ତୃଣମୂଳସ୍ତରରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ସବୁଆଡ଼େ ପୋଷ୍ଟର ବ୍ୟାନର ଛାଇଗଲାଣି। ହେଲେ ଏତିକି ବେଳେ ଡ୍ରାଇଭର ମହାସଂଘର ଆନ୍ଦୋଳନ ସମାବେଶରେ କେଁ କରିବ ବୋଲି ଆଶଙ୍କା କରାଯାଉଛି। ଏହାକୁ ନେଇ ରାଜନୈତିକ ବାଦ ବିବାଦ ଲାଗି ରହିଛି। ଅନ୍ୟପକ୍ଷରେ କଂଗ୍ରେସ ରାଜ୍ୟରେ ବଢ଼ିଚାଲିଥିବା ନାରୀ ନିର୍ଯାତନା, କୃଷକ ଅବହେଳାଠାରୁ ଆରମ୍ଭ କରି ଆଦିବାସୀ ଓ ପଛୁଆବର୍ଗଙ୍କୁ ସରକାରଙ୍କ ପକ୍ଷପାତିତା ସହିତ ହଇଜା ଓ ଅପପୁଷ୍ଟି ଭଳି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରୁଛି। ଏତିକିବେଳେ ରାହୁଲଙ୍କ ଗସ୍ତ ରାଜ୍ୟ କଂଗ୍ରେସକୁ କିଭଳି ବରଦାନ ହେଉଛି ତାକୁ ନେଇ ରାଜନୈତିକ ମହଲରେ ଉତ୍ସୁକତାର ସହ ଅପେକ୍ଷା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri