Posted inରାଜ୍ୟ

ଭାଜପାର ମୁହଁ ବନ୍ଦ କରିଦେଲେ ରାହୁଲ, ଓଡ଼ିଶାରେ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଭାଜପାକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି ରାହୁଲ। ଆଦାନୀ ପାଇଁ ରଥକୁ ରୋକାଯାଉଛି ବୋଲି କହିଲେ ରାହୁଲ। ଏହା ଆପଣଙ୍କ ସରକାର ନୁହେଁ, ଆଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର। ଓଡ଼ିଶାରେ ୪୦ ହଜାରରୁ ଊଦ୍ଧର୍‌ବ ମହିଳା ଗାଏବ ହୋଇଛନ୍ତି। ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି।

ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ। ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ। ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍‌। ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛନ୍ତି। ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ। ମୋଦି ଫସଲ ବୀମା ଯୋଜନା ଲାଗୁ କରିଥିଲେ। ଏଥିପାଇଁ ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନାହିଁ ବୋଲି ରାହୁଲ କହିଛନ୍ତି।

ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି। ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି। ଦଳିତଙ୍କୁ ନା ସରକାରରେ ସ୍ଥାନ ମିଳୁଛି, ନା ବ୍ୟୁରୋକାସିରେ। ଜାତି ଜନଗଣନା ନିହାତି ଜରୁରୀ, ଏହା ସେମାନଙ୍କୁ ସଶକ୍ତ କରିବ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri