ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ ଯଶୋଦା (୮)। ଅସାବଧାନତାରୁ ପୋଖରୀରେ ଗାଧୋଇବା ସମୟରେ ଯଶୋଦାଙ୍କ ଗୋଡ଼ ଖସିଯାଇଥିଲା। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି କେସ୍‌ ନଂ.୧୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri