‘ମା’ଙ୍କ ନାଁରେ ଗଛଟିଏ’: ରାମଜୀ ମହାବିଦ୍ୟାଳୟରେ…

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ଅଧିନସ୍ଥ ଭିଷ୍ମଗିରୀ ରାମଜୀ ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ବନମହୋତ୍ସବ ସପ୍ତାହ ପାଳିତ ହୋଇଛି। ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ଚାରାରୋପଣ ସଚେତନତା ସଭାରେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଜେନାମଣି ସାହୁଙ୍କ ସମେତ ଗଜପତି ଜିଲା ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ବିନୟ ବ୍ରୁ, ଭୀଷ୍ମଗିରି ବନପାଳ ଦେବାଶିଷ ଶତପଥୀ, ବନରକ୍ଷୀ ଗିରିଜା ଶଙ୍କର ଦୋରା, ସରୋଜ ମଲ୍ଲିକ, ଲକ୍ଷପତି ଗମାଙ୍ଗ, ପ୍ରିୟଦର୍ଶିନୀ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ସଭାକାର୍ଯ୍ୟ ଶେଷରେ ଉଭୟ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବନ କର୍ମଚାରୀଙ୍କ ଉପସ୍ଥିତିରେ ଛାତ୍ରୀଛାତ୍ର ମାନଙ୍କ ଦ୍ୱାରା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମଞ୍ଚାସୀନ ଅତିଥିଗଣ ‘ମା’ଙ୍କ ନାଁରେ ଗଛଟିଏ’କୁ ନେଇ ବକ୍ତବ୍ୟ ରଖିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ବହୁ  ଛାତ୍ରୀ ଛାତ୍ର ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଯୁବ ରେଡକ୍ରସର ଉପଦେଷ୍ଟା ରଞ୍ଜନ ଗୌଡ ସହଯୋଗ କରିଥିଲେ । ଶେଷରେ ମହାବିଦ୍ୟାଳୟ ସ୍ଥିତ ଭାରତ ସ୍କାଉଟ ଓ ଗାଇଡର ପ୍ରଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା  ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri