Posted inଜାତୀୟ

ରାଜ୍ୟସଭାକୁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩ା୭: ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ ହୋଇଛନ୍ତି। ଉଜ୍ଜ୍ୱଳ ଦେବରାଓ
ନିକମ, ସି. ସଦାନନ୍ଦନ ମାଷ୍ଟର, ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ଏବଂ ଡ. ମିନାକ୍ଷୀ ଜୈନ ମନୋନୀତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ୪ ଜଣଙ୍କୁ ମନୋନୀତ କରିଛନ୍ତି। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

କହିରଖୁଛୁ, ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ପୂର୍ବତନ ବୈଦେଶିକ ସଚିବ ଥିଲେ। ୧୯୮୪ ବ୍ୟାଚ୍‌ର ଭାରତୀୟ ବୈଦେଶିକ ଅଧିକାରୀ ଶ୍ରୀଙ୍ଗଲା ପୂର୍ବରୁ ବାଂଲାଦେଶର ହାଇକମିଶନରରେ ଭାରତର ରାଷ୍ଟ୍ରଦୂତ ଭାବେ ବି କାର୍ଯ୍ୟ କରିଥିଲେ। ସେହିପରି ୨୬/୧୧ ଘଟଣାରେ କସାବ ମାମଲାରେ ପୂର୍ବତନ ସ୍ବତନ୍ତ୍ର ସରକାରୀ ଓକିଲ ଉଜ୍ଜ୍ୱଳ ଦେବରାଓ ନିକମ ଥିଲେ। ମିନାକ୍ଷୀ ଜୈନ ଇତିହାସବିତ୍‌ ଏବଂ ସଦାନନ୍ଦନ ମାଷ୍ଟର ହେଉଛନ୍ତି ଜଣେ ସମାଜସେବୀ।

ସାହିତ୍ୟ, ବିଜ୍ଞାନ କଳା ଏବଂ ସମାଜସେବା ଭଳି କ୍ଷେତ୍ରରେ ବିଶେଷ ଅଭିଜ୍ଞତା ଥିବା ବ୍ୟକ୍ତିବିଶେଷମାନେ ରାଜ୍ୟସଭାକୁ ହିଁ ମନୋନୀତ ହୋଇଥାନ୍ତି। ସେହି ଆଧାରରେ ଏହି ୪ ଜଣଙ୍କୁ ରାଷ୍ଟ୍ରପତି ରାଜ୍ୟସଭାକୁ ମନୋନୀତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri