ଶନିଦେବଙ୍କ କୃପା ଦୃଷ୍ଟି ପାଇଁ…

ଧାର୍ମିକ ଶାସ୍ତ୍ର ଅନୁଯାୟୀ, କର୍ମ, ନ୍ୟାୟ ଓ ଦଣ୍ଡର ଅଧିପତି ଶନିଦେବଙ୍କୁ ପ୍ରସନ୍ନ କରିବା ପାଇଁ ଶନିବାର ଦିନ କେଉଁ ଜିନିଷ ଦାନ କଲେ ଶନିଦୋଷ କଟିବା ସହ ପ୍ରଭୁଙ୍କ କୃପା ମିଳିଥାଏ ଜାଣନ୍ତୁ ସେ ସମ୍ପର୍କରେ…
* ବିଶ୍ୱାସ ରହିଛି, ଶନିଦେବଙ୍କର ଚୋପାଥିବା ବିରି କୁଆଡ଼େ ଖୁବ୍‌ ପ୍ରିୟ। ତେଣୁ ଶନିବାର ଦିନ ବ୍ରାହ୍ମଣ ହୁଅନ୍ତୁ ଅବା ଗରିବ ଶ୍ରେଣୀର ଲୋକଙ୍କୁ କିଛି ଚୋପାଥିବା ବିରି ଦାନ କଲେ ଶନିଦେବ ପ୍ରସନ୍ନ ହୋଇଥାନ୍ତି।
* ଶନିଦେବଙ୍କର କଳାରାଶି ବି ଖୁବ୍‌ ପସନ୍ଦ। କୁହାଯାଏ, ଶନିବାର ଦିନ କଳାରାଶି ହେଉ ଅଥବା କଳାରାଶିରେ ତିଆରି ଲଡ଼ୁ କାହାକୁ ଦାନ କଲେ, ଶନିଦେବଙ୍କର କୃପା ଲାଭ ହୋଇଥାଏ।
* ଶନିଦେବଙ୍କୁ ପ୍ରସନ୍ନ କରିବା ସହିତ ରୋଗରୁ ମୁକ୍ତି ପାଇବାକୁ ହେଲେ ଶନିବାର ଦିନ ସୋରିଷ ତେଲ ଦାନ କରିବା ଶୁଭ ହୋଇଥାଏ।
* ଶନିବାର ଦିନ ଗରିବ ଶ୍ରେଣୀର ଲୋକଙ୍କୁ କଳା ଜୋତା ଦାନ କଲେ ବି କୁଆଡ଼େ ଶନିଦେବ ପ୍ରସନ୍ନ ହୋଇଥାନ୍ତି।
* ଶନିଦେବଙ୍କ କୁପ୍ରଭାବକୁ କମ୍‌ କରିବାକୁ ହେଲେ ଲୁହା ନିର୍ମିତ କୌଣସି ବସ୍ତୁକୁ ଶନିବାର ଦିନ ଦାନ କରିବା ଶୁଭ ହୋଇଥାଏ।
* ହେଲେ ଶନିବାର ଦିନ ଲୁଣ ଦାନ କରିବା ଆଦୌ ଠିକ୍‌ ନୁହେଁ। ଏହା ଆର୍ଥିକ ସମସ୍ୟା ଡାକି ଆଣେ ବୋଲି ବିଶ୍ୱାସ କରାଯାଏ।
* ଦାନ ସର୍ବଦା ଆବଶ୍ୟକ କରୁଥିବା ଅଥବା ଗରିବ ଶ୍ରେଣୀର ଲୋକଙ୍କୁ କରିବା ଉତ୍ତମ ହୋଇଥାଏ।
* ସକାଳ ଅବା ସନ୍ଧ୍ୟା ସମୟ ଦାନ ପାଇଁ ଉପଯୁକ୍ତ ହୋଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri