Posted inଜାତୀୟ

ଅକ୍ଟୋବର ସୁଦ୍ଧା ପ୍ରଥମ ଡେଙ୍ଗୁ ଟିକାର ୩ୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣ ପାଇଁ ପଞ୍ଜୀକରଣ

ନୂଆଦିଲ୍ଲୀ, ୧୪ା୭: ଭାରତୀୟ ଚିକିତ୍ସା ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ଜଣେ ବୈଜ୍ଞାନିକଙ୍କ ସୂଚନା ଅନୁଯାୟୀ, ପାନାସିଆ ବାୟୋଟିକ୍‌ ଦ୍ୱାରା ବିକଶିତ ଦେଶର ପ୍ରଥମ ସ୍ବଦେଶୀ ଡେଙ୍ଗୁ ଟିକା ‘ଡେଙ୍ଗିଅଲ’ର ତୃତୀୟ ପର୍ଯ୍ୟାୟ କ୍ନିନିକାଲ ପରୀକ୍ଷଣରେ ପ୍ରାୟ ୧୦,୫୦୦ ଅଂଶଗ୍ରହଣକାରୀଙ୍କ ପଞ୍ଜୀକରଣ ଆସନ୍ତା ଅକ୍ଟୋବର ସୁଦ୍ଧା ଭାରତର ୨୦ଟି କେନ୍ଦ୍ରରେ ସମାପ୍ତ ହେବ। ବର୍ତ୍ତମାନ ସୁଦ୍ଧା ପୁଣେ, ଚେନ୍ନାଇ, କୋଲକାତା, ଭୁବନେଶ୍ୱର ଏବଂ ଦିଲ୍ଲୀର ବିଭିନ୍ନ କେନ୍ଦ୍ରରେ ୮ ହଜାର ଅଂଶଗ୍ରହଣକାରୀଙ୍କୁ ଆଇସିଏମ୍‌ଆର୍‌ ଏବଂ ପାନାସିଆ ବାୟୋଟିକ୍‌ ଦ୍ୱାରା ପ୍ରାୟୋଜିତ ଏହି ପରୀକ୍ଷଣ ଅଧୀନରେ ଟିକା ଦିଆଯାଇଛି। ପୁଣେସ୍ଥିତ ଆଇସିଏମ୍‌ଆର୍‌-ନ୍ୟାଶନାଲ ଇନ୍‌ଷ୍ଟିଟ୍ୟୁଟ ଅଫ୍‌ ଟ୍ରାନ୍ସଲେଶିଓନାଲ ଭାଇରୋଲୋଜି ଆଣ୍ଡ୍‌ ଏଡ୍ସ ରିସର୍ଚ୍ଚ, ଚେନ୍ନାଇସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଟ୍ୟୁଟ ଅଫ୍‌ ଏପିଡେମିଓଲୋଜି (ଏନ୍‌ଆଇଇ) ଏବଂ ପୁଣେସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଟ୍ୟୁଟ ଅଫ୍‌ ଭାଇରୋଲୋଜି ଦ୍ୱାରା ସମ୍ପ୍ରତି ଏହି ପରୀକ୍ଷଣ ପରିଚାଳିତ ହେଉଛି। ପ୍ରାରମ୍ଭିକ ପରୀକ୍ଷଣରେ କୌଣସି ସୁରକ୍ଷା ସମସ୍ୟା ସାମ୍‌ନାକୁ ଆସିନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri