କଠୋର ହେଲା DGCA: ୨୧ ତାରିଖ ସୁଦ୍ଧା ବୋଇଂ ବିମାନର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭:ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ସମ୍ପର୍କିତ ପ୍ରାରମ୍ଭିକ ତଦନ୍ତ ରିପୋର୍ଟ ଆସିବା ପରେ ବୋଇଂ ୭୮୭ ଏବଂ ବୋଇଂ ୭୩୭ ବିମାନଗୁଡ଼ିକର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଆସନ୍ତା ୨୧ ତାରିଖ ସୁଦ୍ଧା ଯାଞ୍ଚ କରିବାକୁ ସୋମବାର ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଏୟାର ଇଣ୍ଡିଆର ଦୁର୍ଘଟଣାଗ୍ରସ୍ତ ବୋଇଂ ୭୮୭ ବିମାନର ଫୁଏଲ୍‌ କଣ୍ଟ୍ରୋଲ ସୁଇଚ୍‌ କଟ୍‌ ଅଫ୍‌ ହୋଇଯାଇଥିଲା ବୋଲି ପ୍ରାରମ୍ଭିକ ତଦନ୍ତ ରିପୋର୍ଟରେ ଦର୍ଶାଯାଇଛି। ୨୦୧୮ରେ ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ (ଏଫ୍‌ଏଏ) ମଧ୍ୟ ବୋଇଂର କେତେକ ନିର୍ଦ୍ଦିଷ୍ଟ ମଡେଲରେ ଫୁଏଲ୍‌ କଣ୍ଟ୍ରୋଲ ସୁଇଚ୍‌ର ଲକିଂ ବ୍ୟବସ୍ଥାରେ ସମ୍ଭାବ୍ୟ ବିଘଟନ ନେଇ ପ୍ରଶ୍ନ ଉଠାଇଥିଲା। କଠୋର ହେଲା DGCA: ୨୧ ତାରିଖ ସୁଦ୍ଧା ବୋଇଂ ବିମାନର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ


Enter your email to get our daily news in your inbox.

All Right Reserved By Dharitri.Com

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri