Posted inଫୁରସତ

ଆଇନ ପ୍ରତି ଦାୟିତ୍ୱ ଓ ସମ୍ମାନକୁ ଗୁରୁତ୍ୱ

ପ୍ରତିବର୍ଷ ଜୁଲାଇ ୧୭ରେ ପାଳନ କରାଯାଇ ଆସୁଛି ଅନ୍ତର୍ଜାତୀୟ ନ୍ୟାୟ ଦିବସ। ଏହି ଦିବସ ୧୯୯୮ ଜୁଲାଇ ୧୭ରେ ରୋମ ଚୁକ୍ତିର ସ୍ମୃତିରେ ପାଳନ କରାଯାଏ, ଯାହା ଅନ୍ତର୍ଜାତୀୟ ଆପରାଧିକ ନ୍ୟାୟାଳୟ (ଆଇସିସି)ର ସ୍ଥାପନ ପାଇଁ ଆଧାର ହୋଇଥିଲା।
ଅନ୍ତର୍ଜାତୀୟ ନ୍ୟାୟ ଦିବସ ବିଶ୍ୱବ୍ୟାପୀ ଶାନ୍ତି, ମାନବାଧିକାର ଏବଂ ନ୍ୟାୟର ସୁରକ୍ଷା ପାଇଁ ଏକ ଶକ୍ତିଶାଳୀ ଆହ୍ବାନ। ଏହି ଦିବସ ଯୁଦ୍ଧଜନିତ ଅପରାଧ, ନରସଂହାର, ମାନବତା ବିରୋଧୀ ଅପରାଧର ଶିକାର ହୋଇଥିବା ଲୋକଙ୍କ ପାଇଁ ନ୍ୟାୟ ନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଥାଏ। ଆଇସିସି ଏହି ଅପରାଧଗୁଡ଼ିକର ତଦନ୍ତ ଓ ବିଚାର କରି ନ୍ୟାୟ ପ୍ରଦାନ କରେ।
ଏହି ଦିବସ ରାଷ୍ଟ୍ରଗୁଡ଼ିକୁ ଅନ୍ତର୍ଜାତୀୟ ନ୍ୟାୟ ବ୍ୟବସ୍ଥାରେ ସହଯୋଗୀ ହେବାକୁ ପ୍ରେରିତ କରେ। ଏହା ମାନବାଧିକାରର ସୁରକ୍ଷା ଏବଂ ସମାଜରେ ନ୍ୟାୟ ଓ ସମାନତାର ମୂଲ୍ୟବୋଧକୁ ପ୍ରୋତ୍ସାହନ ଦେଇଥାଏ। ଏହା ବିଶ୍ୱବାସୀଙ୍କୁ ଅନ୍ୟାୟ ବିରୋଧରେ ଏକଜୁଟ ହେବାକୁ ଆହ୍ବାନ ଦିଏ। ନ୍ୟାୟ ହେଉଛି ଶାନ୍ତିର ଆଧାର। ଏହି ଦିବସ ଅବସରରେ ବିଶ୍ୱରେ ଶାନ୍ତି ଓ ସ୍ଥିରତା ପ୍ରତିଷ୍ଠା ପାଇଁ ନ୍ୟାୟ ବ୍ୟବସ୍ଥାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥାଏ। ତେବେ ଚଳିତ ବର୍ଷ ଉକ୍ତ ଦିବସ ଅବସରରେ ବିଷୟବସ୍ତୁ ରହିଛି ‘ଆଇନ ପ୍ରତି ଦାୟିତ୍ୱ ଓ ସମ୍ମାନ’।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….

ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍‌ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି...

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri