Posted inରାଜ୍ୟ

ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୭: ଏମ୍ସରେ ଚିକିତ୍ସାଧିନ ଥିବା ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦରକାର ପଡ଼ିଲେ ଦିଲ୍ଲୀକୁ ଏୟାର ଲିଫ୍ଟ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୂଚନାଯୋଗ୍ୟ, ପୁରୀ ବଳଙ୍ଗାରେ ଜଣେ ବାଳିକାଙ୍କୁ କେହି କିରୋସିନ ଢାଳି ନିଆଁ ଲଗାଇବା ଘଟଣା ଏବେ ସାରା ରାଜ୍ୟରେ ଚହଳ ପକାଇଛି। ଜଣକ ପରେ ଜଣେ ପୋଡି ଛାତ୍ରୀ ପୋଡି ହେବା ଘଟଣା ସଭିଙ୍କୁ ସ୍ତବ୍ଧ କରି ଦେଇଛି। ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବା କହିଛନ୍ତି ଏମ୍ସ ନିର୍ଦ୍ଦେଶକ। ଆସନ୍ତା ୪୮ ଘଣ୍ଟା ତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଇଛି। ଏହାପରେ ଯାଇ କିଛି କହିହେବ ବୋଲି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପୀଡ଼ତା ଏବେ ଭେଣ୍ଟିଲେଟରରେ ନାହାନ୍ତି, ବରଂ ICUରେ ଅକ୍ସିଜେନ ସପୋର୍ଟରେ ଅଛନ୍ତି। ତାଙ୍କ ଶୀରର ପ୍ରାୟ ୭୦ ପ୍ରତିଷତ ପୋଡି ଯାଇଥିବା ବେଳେ ଏହା ସେକେଣ୍ଡ ଓ ଥାର୍ଡ ଡିଗ୍ରୀ ବର୍ଣ୍ଣ ବୋଲଇ କହିଛନ୍ତି ଏମ୍ସ ନିର୍ଦ୍ଦେଶକ। ପୀତିଥା କଥାବାର୍ତ୍ତା କରୁଥିଲେ ବି ମାନସିକ ଅବସାଦ ଭିତରେ ରହିଛନ୍ତି, ବେଳେବେଳେ ତାଙ୍କ ରକ୍ତଚାପ କମ ହୋଇଯାଉଛି। ତେଣୁ ଅବସ୍ଥା ଗୁରୁତର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri