Posted inଜାତୀୟ

ଶିକ୍ଷାନୁଷ୍ଠାନରେ ଛାତ୍ରୀ ଅସୁରକ୍ଷିତ

ଲକ୍ଷ୍ନୌ/ଗ୍ରେଟର ନଏଡା,୨୦ା୭: ୟୁପି ରାଜଧାନୀ ଲକ୍ଷ୍ନୌସ୍ଥିତ ଏକ ସ୍କୁଲରେ ୪ ବର୍ଷୀୟା ଝିଅ ଜଣକ ପାଠ ପଢ଼ନ୍ତି। ଭ୍ୟାନ୍‌ ଡ୍ରାଇଭର ମହମ୍ମଦ ଆରିଫ୍‌ ଅନ୍ୟ ପିଲାଙ୍କ ସହ ତାଙ୍କୁ ଘରୁ ସ୍କୁଲକୁ ନେବାଆଣିବା କରନ୍ତି। ନିକଟରେ ଶିଶୁକନ୍ୟା ନିଜ ସମ୍ବେଦନଶୀଳ ଅଙ୍ଗରେ ଯନ୍ତ୍ରଣା ଅନୁଭବ କରିବାରୁ ମା’ଙ୍କୁ ଜଣାଇଥିଲେ। ଡାକ୍ତରୀ ଯାଞ୍ଚ ପରେ ଜଣାପଡ଼ିଲା, ସେ ଯୌନ ଅପରାଧର ଶିକାର ହୋଇଛନ୍ତି। ତାଙ୍କ ଗୁପ୍ତାଙ୍ଗରେ କ୍ଷତ ସୃଷ୍ଟି ହୋଇଛି। ପୀଡ଼ିତାଙ୍କ ମା’ ଏନେଇ ପ୍ରିନ୍ସିପାଲଙ୍କ ନିକଟରେ ଅଭିଯୋଗ କଲେ। କିନ୍ତୁ ପ୍ରିନ୍ସିପାଲ ପିଲା ଓ ସ୍କୁଲର ସମ୍ମାନ ନଷ୍ଟ ହୋଇଯିବ କହି ନୀରବ ରହିବାକୁ ପରାମର୍ଶ ଦେଲେ। ୨ ଦିନ ଅପେକ୍ଷା କରିବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଗଲା ନାହିଁ। ଭ୍ୟାନ୍‌ ଚାଳକ ଆରିଫ୍‌ ନାବାଳିକା ଛାତ୍ରୀଙ୍କୁ ସ୍କୁଲକୁ ନେବା ପାଇଁ ପୁଣି ସେମାନଙ୍କ ଘରକୁ ଆସିଲେ। ମୁହଁାମୁହଁି ହେବାରୁ ସେ ଜାତିଆଣ ମନ୍ତବ୍ୟ ଦେବା ସହ ଝିଅକୁ ଅପହରଣ କରିନେବେ ବୋଲି ଧମକ ଦେଲେ। ଏନେଇ ଇଷ୍ଟ୍‌ ଲକ୍ଷ୍ନୌ ଡିସିପି ଶଶାଙ୍କ ସିଂ କହିଛନ୍ତି, ଅଭିଯୋଗ ମିଳିବା ପରେ ଜୁଲାଇ ୧୭ରେ ଆରିଫ୍‌ଙ୍କ ବିରୋଧରେ ମାମଲା ରୁଜୁ ସହ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri