କଟକ,୨୧ା୭: ରେଭେନ୍ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ
୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ଆଣ୍ଟି ରାଗିଂ କମିଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
କଟକ,୨୧ା୭: ରେଭେନ୍ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ
୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ଆଣ୍ଟି ରାଗିଂ କମିଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍ହାଉସ୍ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...
ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...
ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...
ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...
ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...
ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...
ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...
ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...