ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଏହି ୩ ଜିଲାରେ…

ଭୁବନେଶ୍ୱର,୩୦ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଡି.କେ. ସିଂ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri