Posted inଜାତୀୟ

ଅନିଲ ଅମ୍ବାନୀଙ୍କୁ ସମନ ଜାରି କଲା ED

ନୂଆଦିଲ୍ଲୀ,୧ା୮: ଶିଳ୍ପପତି ଅନିଲ ଅମ୍ବାନୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ଅଗଷ୍ଟ ୫ରେ ଜେରା ପାଇଁ ହାଜର ହେବାକୁ ଇଡି ଏହି ସମନ ଜାରି କରିଛି। ମନି ଲଣ୍ଡରିଂ ଅଭିଯୋଗର ତଦନ୍ତ ପରେ ଅନିଲ ଅମ୍ବାନୀଙ୍କୁ ସମନ ହୋଇଛି। ପୂର୍ବରୁ ଅନିଲଙ୍କ ଲିଙ୍କ୍‌ ଥିବା ୫୦ଟି ସ୍ଥାନରେ ଇଡି ଚଢ଼ାଉ କରିଥିଲା। ବ୍ୟାଙ୍କ ଟଙ୍କାକୁ ରିଲାଏନ୍ସ ଅନିଲ ଅମ୍ବାନୀ ଗ୍ରୁପ ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି। ବ୍ୟାଙ୍କ ଋଣ ନେଇ ଅନିଲଙ୍କ ଗ୍ରୁପ ଅନ୍ୟ କମ୍ପାନୀକୁ ଦେଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri