ବାର୍‌ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର

ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷୋତ୍ତମପୁରସ୍ଥିତ ନେତାଜୀ ବ୍ଲକସ୍ତରୀୟ ଷ୍ଟାଡିୟମରେ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା  ଦେଖିବାକୁ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପାଇଁ ସରକାର ଲକ୍ଷ ଲକ୍ଷ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ ଏକ ଅଜଗର ସାପ ଉଦ୍ଧାର କରାଯାଇଛି।…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି, ଖାତିର କଲେନି ରାହୁଲ ଗାନ୍ଧୀ; ତୀବ୍ର ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୬।୧: ଦୁଇ ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ହେଲେ କର୍ଣ୍ଣପାତ କଲେନି ରାହୁଲ ଗାନ୍ଧୀ। ଆଗରୁ ଅନେକ ଥର ରାହୁଲ ବରିଷ୍ଠ ମାନଙ୍କୁ ହତାଦର କରିବାର ନଜିର ରହିଛି। ଏବେ ସେ ରାଷ୍ଟ୍ରପତିଙ୍କ ଅନୁରୋଧକୁ ମଧ୍ୟ ଖାତିର କରି…

HIL 2026: ବେଦାନ୍ତ କଳିଙ୍ଗ ଲାନ୍ସର୍ସ ଚମ୍ପିୟନ, ରୋମାଞ୍ଚକର ଫାଇନାଲରେ ରାଞ୍ଚି ରୟାଲ୍ସ ପରାସ୍ତ

ଭୁବନେଶ୍ୱର,୨୬।୧: ହକି ଇଣ୍ଡିଆ ଲିଗ୍ ୨୦୨୬ର ଚମ୍ପିୟନ ହୋଇଛି ଓଡ଼ିଶାର କଳିଙ୍ଗ ଲାନ୍ସର୍ସ। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଘରୋଇ ଟିମ୍ କଳିଙ୍ଗ ଲାନ୍ସର୍ସ ୩-୨ ଗୋଲରେ ରାଞ୍ଚି ରୟାଲ୍ସକୁ ପରାସ୍ତ କରି ଟ୍ରଫି ହାସଲ କରିଛି। ପୁରା…

୧୬,୦୦୦ କର୍ମଚାରୀ ଛଟେଇ କରିବ ଆମାଜନ: ପ୍ରଭାବିତ ହେବେ ଭାରତୀୟ ଟିମ୍

ନୂଆଦିଲ୍ଲୀ,୨୬।୧: ବିଶ୍ୱର ଅଗ୍ରଣୀ ଇ-କମର୍ସ ସଂସ୍ଥା ଆମାଜନ ଏକ ବଡ଼ ଧରଣର କର୍ମଚାରୀ ଛଟେଇ କରିବାକୁ ପ୍ରସ୍ତୁତି ଚଳାଇଛି। ରିପୋର୍ଟ ଅନୁସାରେ ଆସନ୍ତା ଜାନୁଆରୀ ୨୭ରୁ କମ୍ପାନୀ ପ୍ରାୟ ୧୬,୦୦୦ କର୍ମଚାରୀଙ୍କୁ ବାହାର କରିପାରେ। ଏହି ପଦକ୍ଷେପ ଦ୍ୱାରା ଭାରତୀୟ ଟିମ୍…

ହକି ଇଣ୍ଡିଆ ଲିଗ୍‌: ହାଇଦ୍ରାବାଦ ତୁଫାନ୍ସକୁ ବ୍ରୋଞ୍ଜ, ଓଡ଼ିଶାର ଅମନଦୀପ ଲାକ୍ରାଙ୍କ ଚମତ୍କାର ପ୍ରଦର୍ଶନ

ଭୁବନେଶ୍ୱର,୨୬।୧: ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ହକି ଇଣ୍ଡିଆ ଲିଗ୍‌ର ତୃତୀୟ ସ୍ଥାନ ପାଇଁ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାଇଦ୍ରାବାଦ ତୁଫାନ୍ସ ୪-୩ ଗୋଲରେ HIL GC କୁ ପରାସ୍ତ କରିଛି। ଏହି ବିଜୟ ସହ ହାଇଦ୍ରାବାଦ ୨୦୨୫-୨୬ ସିଜିନରେ…

ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ

ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼ କମ୍ପାନୀ ଆମାଜନ ଏବଂ ଫ୍ଲିପକାର୍ଟ ଏହି କ୍ଷେତ୍ରରେ ପ୍ରବେଶ କରିବା ପରେ ଏହି…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ…

ଅଭିଷେକଙ୍କ ବ୍ୟାଟ୍‌ରେ ଲାଗିଛି ସ୍ପ୍ରିଙ୍ଗ! ମ୍ୟାଚ ପରେ ବ୍ୟାଟ ନେଇଗଲେ ନ୍ୟୁଜିଲାଣ୍ଡ ଖେଳାଳି

ନୂଆଦିଲ୍ଲୀ,୨୬।୧: ଭାରତୀୟ ଯୁବ ଓପନର ଅଭିଷେକ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଏବେ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ଗୁଆହାଟୀଠାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକଙ୍କ ବ୍ୟାଟିଂ ଏତେ ଭୟଙ୍କର ଥିଲା ଯେ, କିୱି ଖେଳାଳିମାନେ ପଡ଼ିଆ…

ସାଧାରଣତନ୍ତ୍ର ଦିବସ ଭାଷଣରେ ଆମ୍ବେଦକରଙ୍କୁ ଭୁଲିଗଲେ ମନ୍ତ୍ରୀ, ଅଭିଯୋଗ ଆଣି ମହିଳା କର୍ମଚାରୀ କହିଲେ…

ମୁମ୍ବାଇ,୨୬ା୧: ସୋମବାର ମହାରାଷ୍ଟ୍ରର ନାସିକରେ ସାଧାରଣତନ୍ତ୍ର ଦିବସ ପାଳନ ସମୟରେ ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରିଶ ମହାଜନ ଏକ ଲଜ୍ଜାଜନକ ପରିସ୍ଥିତିର ସମ୍ମୁଖୀନ ହୋଇଥିଲେ। ଯେତେବେଳେ ଜଣେ ବନ ବିଭାଗର କର୍ମଚାରୀ ତାଙ୍କ ଭାଷଣରେ ଡକ୍ଟର ଭୀମରାଓ ଆମ୍ବେଦକରଙ୍କୁ ବାଦ୍‌ ଦେବା…

୩ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଢାକା,୨୬ା୧: ବାଂଲାଦେଶର ଏକ କୋର୍ଟ ସୋମବାର ଢାକାର ପଳାତକ ପୂର୍ବତନ ପୋଲିସ ମୁଖ୍ୟ ଏବଂ ଦୁଇ ବରିଷ୍ଠ ଅଧିକାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ଜୁଲାଇ ୨୦୨୪ରେ ହୋଇଥିବା ଗଣ ବିଦ୍ରୋହ ସମୟରେ ୬ ଜଣ ପ୍ରଦର୍ଶନକାରୀଙ୍କୁ ହତ୍ୟା କରିବା ଅପରାଧ ପାଇଁ…

 ହାଇୱା ଧକ୍କାରେ ମୃତ୍ୟୁ ଘଟଣା: ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୪ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri