ଭୁବନେଶ୍ୱର,୨।୮: ଭୁବନେଶ୍ବର ବିମାନ ବନ୍ଦରରୁ ଶନିବାର ୮ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍ରେ ଆସୁଥିବା ବେଳେ DRI ଧରିଥିବା ସୂଚନା ମିଳିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଘଟଣାକୁ ନେଇ ଅହମ୍ମଦାବାଦର ଜଣେ ଗିରଫ ହୋଇଛନ୍ତି।

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...
ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...
କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...
କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...
ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...
ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...
ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...
ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍ରେ ଉଠାଇଥିବା ପାପାରାଜିଙ୍କ ଉପରେ...