୩ ଜିଲାରେ ପ୍ରବଳ ବର୍ଷିବ, ୧୭ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର,୪ା୮ (ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୫୨.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱରରେ ୧୪.୦ ମିମି, ଭଦ୍ରକରେ ୧୦.୦ ମିମି, କେନ୍ଦ୍ରପଡ଼ାରେ ୬.୪ ମିମି, ରାଉରକେଲାରେ ୩.୧ ମିମି, ଯାଜପୁରରେ ୧.୫ ମିମି, ଭୁବନେଶ୍ୱରରେ ୧.୪ ମିମି, ହୀରାକୁଦ ଓ ଝାରସୁଗୁଡ଼ାରେ ୦.୪ ମିମି ବର୍ଷା ହୋଇଛି। ସୋମବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଢେଙ୍କାନାଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନର ଆଶଙ୍କା ରହିଛି। ଅନ୍ୟପଟେ ବଜ୍ରପାତ ଭୟ ଥିବା ୧୭ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ହେଉଛି – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri