Posted inଜାତୀୟ

ବନ୍ଦ ହୋଇଯିବ ୫୦୦ ଟଙ୍କିଆ ନୋଟ! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୯।୮: ସମ୍ପ୍ରତି କିଛି ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ATMରୁ ଖୁବ ଶୀଘ୍ର ୫୦୦ ଟଙ୍କିଆ ନୋଟ ବାହାରିବା ବନ୍ଦ ହୋଇଯିବ। ଅର୍ଥ ମନ୍ତ୍ରଣାଳୟ ଏ ବିଷୟରେ ସ୍ପଷ୍ଟୀକରଣ ଦେଇଛି।ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସମସ୍ତ ବ୍ୟାଙ୍କକୁ ୨୦୨୫ ସେପ୍ଟେମ୍ବର ୩୦ ସୁଦ୍ଧା ATM ମାଧ୍ୟମରେ ୫୦୦ ଟଙ୍କିଆ ନୋଟ ବଣ୍ଟନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛି। ଏହି ଗୁଜବ ଅନୁଯାୟୀ, ଆଗାମୀ ଦିନରେ ATM ଗୁଡ଼ିକ କେବଳ ୧୦୦ ଓ ୨୦୦ ଟଙ୍କିଆ ନୋଟ ହିଁ ବାଣ୍ଟିବ। ଏହା ସାଧାରଣ ଜନତାଙ୍କ ମଧ୍ୟରେ ବିଭ୍ରାନ୍ତି ସୃଷ୍ଟି କରିଛି। କିନ୍ତୁ ସରକାର ଏବଂ RBI ଏହି ଦାବିକୁ ସଂପୂର୍ଣ୍ଣ ଭାବେ ଖଣ୍ଡନ କରିଛନ୍ତି।

ଛୋଟ ନୋଟ୍ ଅର୍ଥାତ୍ ୧୦୦ ଏବଂ ୨୦୦ ଟଙ୍କିଆ ଉପଲବ୍ଧତା ବୃଦ୍ଧି କରିବା ପାଇଁ, ରିଜର୍ଭ ବ୍ୟାଙ୍କ ସମସ୍ତ ବ୍ୟାଙ୍କ ଏବଂ ହ୍ୱାଇଟ୍ ଲେବଲ୍ ATM ଅପରେଟର (WLAO)ଙ୍କୁ ନିର୍ଦ୍ଦେଶ ଦେଇଛି। ସେମାନଙ୍କୁ ନିଶ୍ଚିତ କରିବାକୁ ପଡିବ ଯେ ୩୦ ସେପ୍ଟେମ୍ବର ୨୦୨୫ ସୁଦ୍ଧା ଅତି କମରେ ୭୫% ATM ୧୦୦ କିମ୍ବା ୨୦୦ ଟଙ୍କା ନୋଟ୍ ବଣ୍ଟନ କରିବେ। ଏହା ପରେ, ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଏହି ସଂଖ୍ୟା ୯୦% ପହଞ୍ଚିବା ଉଚିତ। ଏହି ପଦକ୍ଷେପ ୫୦୦ ଟଙ୍କିଆ ନୋଟ୍ ବଦଳାଇବା ପାଇଁ ନୁହେଁ। ଏହାର ଉଦ୍ଦେଶ୍ୟ ହେଉଛି ଦୈନନ୍ଦିନ ବ୍ୟବହାର ପାଇଁ କମ୍ ମୂଲ୍ୟର ନୋଟ୍ ଉପଲବ୍ଧତା ବୃଦ୍ଧି କରିବା।

 


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri