ବଡ଼ ଖବର! କାକାଙ୍କ ସହ ଏକାଠି ହେବାକୁ ଯାଉଥିଲେ ଅଜିତ, ହେଲେ ବିଧିର ବିଧାନ ଥିଲା କିଛି ଅଲଗା

ମୁମ୍ବାଇ,୩୦।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ମୃତ୍ୟୁ ପରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ଏହି ସମୟରେ, ସୂତ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ କରୁଛନ୍ତି। ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ…

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା ଫାଟି ନିଆଁ ଲାଗି ଯାଇଥିଲା ।…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର ପ୍ରାଧିକରଣ (BEZA) ବୋର୍ଡର ଏକ ଉଚ୍ଚସ୍ତରୀୟ…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା ପୂର୍ବରୁ ସ୍ଥାନୀୟ ଟାଉନ ହଲଠାରୁ ଜିଲାପାଳଙ୍କ…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି ରହିଛି। ମୋହସିନ ନକଭି ଏକ ପୋଷ୍ଟରେ…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ ଦି ନେସନ’ (MOTN) ସର୍ଭେ ଏହି…

ବିନା ସଂଳାପରେ ଜିତିଲା ମନ: ବିଜୟ ସେତୁପତି ଓ ଅଦିତି ରାଓଙ୍କ ‘ଗାନ୍ଧୀ ଟକ୍‌ସ’କୁ ଦର୍ଶକଙ୍କ ପ୍ରଶଂସା

ମୁମ୍ବାଇ: ଶୁକ୍ରବାର ପ୍ରେକ୍ଷାଳୟକୁ ଆସିଛି ବହୁ ପ୍ରତିକ୍ଷିତ ଚଳଚ୍ଚିତ୍ର ‘ଗାନ୍ଧୀ ଟକ୍‌ସ’। ଏହି ଚଳଚ୍ଚିତ୍ରଟି ବିନା ସଂଳାପରେ ଗତିଶୀଳ ଏକ ‘ସାଇଲେଣ୍ଟ ଫିଲ୍ମ’। ଯାହା ଦର୍ଶକଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ରହିଛି। ବିଜୟ ସେତୁପତି, ଅଦିତି ରାଓ ହାଇଦରି ଏବଂ ଅରବିନ୍ଦ…

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ ଏୟାରଲାଇନ୍ସ, ଢାକାରୁ କରାଚୀକୁ ପ୍ରଥମ ସିଧାସଳଖ ବିମାନ ସେବା ଆରମ୍ଭ କରିଛି। ଏହି…

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ ରୋକିବା ପାଇଁ ଏହାର ସମସ୍ତ ଡିଜିଟାଲ୍ ଭିତ୍ତିଭୂମିକୁ ବନ୍ଦ କରିବା ସହ ଟେଲିଗ୍ରାମ୍…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ ପଦକ୍ଷେପ ଘୋଷଣା କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଟ୍ରମ୍ପ କାନାଡା ଉପରେ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟ ଅନୁଯାୟୀ, ଆଜିର ଖାଦ୍ୟପେୟ କାଲିର ଅର୍ଥନୀତିକୁ ନିର୍ଧାରଣ କରିବ। ଅତ୍ୟଧିକ ପ୍ରକ୍ରିୟାକୃତ…

ୟୁରିଆ ଦର ବଢ଼ାଇବାକୁ ପ୍ରସ୍ତାବ; ଚାଷୀଙ୍କୁ ମିଳିପାରେ ସିଧାସଳଖ ସହାୟତା

ନୂଆଦିଲ୍ଲୀ,୩୦।୧: ବଢିବାକୁ ଯାଉଛି ୟୁରିଆ ଦାମ୍। ଦେଶରେ ୟୁରିଆ ସାରର ଅତ୍ୟଧିକ ବ୍ୟବହାର ରୋକିବା ଏବଂ ବଢ଼ୁଥିବା ସବ୍‌ସିଡି ବୋଝକୁ କମ୍ କରିବା ପାଇଁ ଏହାର ଖୁଚୁରା ମୂଲ୍ୟରେ ସାମାନ୍ୟ ବୃଦ୍ଧି କରିବାକୁ ଅର୍ଥନୈତିକ ସର୍ଭେ ରିପୋର୍ଟରେ ପ୍ରସ୍ତାବ ଦିଆଯାଇଛି। ଦୀର୍ଘ…

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି।…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି । ଇନଷ୍ଟାଗ୍ରାମରେ ବିରାଟଙ୍କ ନାମ ସର୍ଚ୍ଚ କରିବା ପରେ ତାଙ୍କ ପ୍ରୋଫାଇଲ୍ ଦେଖାଯାଉନାହିଁ ।…

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ ଆଡ଼କୁ ମୁହଁାଇଥିବା ଚଳିତ ଆର୍ଥତ୍କ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ପରିମାଣ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ଅଜିତଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାରଙ୍କ ନାମ ପ୍ରସ୍ତାବ ଦେବାକୁ ଦଳ ବିଚାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri