କେହି ହାରି ନ ଥାନ୍ତି, ସମସ୍ତେ ବିଜୟ ହାସଲ କରିବା ପଥରେ ଥାଆନ୍ତି: ତଥାଗତ ସତପଥୀ

ଭୁବନେଶ୍ୱର,୧୦।୮:ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ ମିଟ-୨୦୨୫’ ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ୍ସ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ ମନୋନୀତ ହୋଇଛନ୍ତି। ତେବେ ଆଜି ଗ୍ରାଣ୍ଡ ଫାଇନାଲରେ କଡ଼ା ଟକ୍କର ପାଇଁ ଜୁନିୟରଟିମ୍‌ ମଇଦାନକୁ ଓହ୍ଲାଇଛନ୍ତି।

ଏହି ଅବସରରେ ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀ ଅଜୟ ପୁନିଆଙ୍କ ଚମତ୍କାର ପ୍ରଶ୍ନ କରିବାର ଶୈଳୀକୁୁ ପ୍ରଶଂସା କରିଛନ୍ତି। ଏଥିସହ ଅଂଶଗ୍ରହଣକାରୀଙ୍କର ଉତ୍ତର ଦେବାର ବୁଦ୍ଧିମତା ପାଇଁ ମଧ୍ୟ ପ୍ରଶଂସା କରିଛନ୍ତି। ସେ ଆହୁରି କହିଛନ୍ତି, କେହି ହାରି ନ ଥାନ୍ତି; ସମସ୍ତେ ବିଜୟ ହାସଲ କରିବା ପଥରେ ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri