ଯୋଗ କରିବା ସମୟରେ ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ…

ବର୍ତ୍ତମାନ ଆମ ଜୀବନରେ ଯେଉଁ ପ୍ରମୁଖ ଜିନିଷର ଆବଶ୍ୟକତା ରହିଛି ତାହା ହେଲା ଯୋଗ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ଯୋଗ କରନ୍ତି ତେବେ ତାହାର ସୁପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେବେ ଯୋଗ କରିବା ପୂର୍ବରୁ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବା ନିହାତି ଆବଶ୍ୟକ। ପ୍ରଥମେ ଏ ବିଷୟରେ ଅଭିଜ୍ଞ ଯୋଗ ପ୍ରଶିକ୍ଷକଙ୍କ ସହ ଆଲୋଚନା କରନ୍ତୁ। ତାଙ୍କ ଅଧୀନରେ ଯଦି ସେ କିଛି ମାସ ଯୋଗ କରିବାକୁ ପରାମର୍ଶ ଦିଅନ୍ତି ତେବେ ତାହାକୁ ଗ୍ରହଣ କରନ୍ତୁ। ସବୁବେଳେ ଏକ ପ୍ରଦୂଷଣମୁକ୍ତ ସ୍ଥାନରେ ଯୋଗ କରନ୍ତୁ। ସବୁଠାରୁ ବଡ଼ କଥା ହେଲା ପ୍ରତିଦିନ କେତେ ସମୟ ଯୋଗ କରିବେ ଏବଂ କେଉଁ ସମୟରେ କରିବେ ତାହା ନିର୍ଦ୍ଧାରଣ କରନ୍ତୁ। ଯୋଗ କରିବା ସମୟରେ ଆଦୌ ଅନ୍ୟମନସ୍କ ରୁହନ୍ତୁ ନାହିଁ। ଯେତିକି ସମୟ ଯୋଗ କରୁଛନ୍ତି ସେତିକି ସମୟ ଯୋଗରେ ହିଁ ମନ କେନ୍ଦ୍ରୀତ କରନ୍ତୁ। ଯୋଗ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ଯୋଗ କରିବାକୁ କେତେକ ସାମଗ୍ରୀର ଆବଶ୍ୟକତା ପଡ଼ିଥାଏ। ତେଣୁ ସେଗୁଡ଼ିକୁ ସଂଗ୍ରହ କରି ପାଖରେ ରଖନ୍ତୁ। ଯଦି ଗ୍ରୁପ୍‌ ଯୋଗ କରୁଛନ୍ତି ତେବେ ସେହି ସମୟରେ ଅନ୍ୟ କାହା ସହ ନିଜକୁ ତୁଳନା କରନ୍ତୁ ନାହିଁ। ଯାହା ଶିଖିଛନ୍ତି କିମ୍ବା ଯୋଗ ପ୍ରଶିକ୍ଷକ ଯାହା ନିର୍ଦ୍ଦେଶ ଦେଉଛନ୍ତି ତାହାକୁ ଠିକ୍‌ ଭାବରେ ଅନୁସରଣ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri