ଜାତୀୟ କବାଡ଼ି ପ୍ରତିଯୋଗିତା: କମାଲ କଲେ ସୁନାବେଡ଼ାର ଅପରାଜିତା

ସୁନାବେଡ଼ା/ଦାମନଯୋଡ଼ି,୧୧ା୮(କୃତ୍ତିବାସ ପ୍ରଧାନ/ନରସିଂହ ବ୍ରହ୍ମା): କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଆୟୋଜିତ ବାଳିକା ବିଭାଗ ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଭୁବନେଶ୍ୱର ସମ୍ଭାଗ ଟିମ୍‌ରେ ଥିବା ସୁନାବେଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀ ଅପରାଜିତା ରଥ ସଫଳତା ହାସଲ କରିଛନ୍ତି।

କର୍ନାଟକର ବେଙ୍ଗାଲୁରୁ ଡିଆର୍‌ଡିଓ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ସାରା ଭାରତରୁ ୨୪ ଟିମ୍‌ ଭାଗ ନେଇଥିଲେ। ଫାଇନାଲରେ ଚେନ୍ନାଇ ସମ୍ଭାଗ ସହ ଭୁବନେଶ୍ୱର ସମ୍ଭାଗ ମଧ୍ୟରେ କବାଡ଼ି ଖେଳ ହୋଇଥିଲା। ଏଥିରେ ଭୁବନେଶ୍ବର ସମ୍ଭାଗ ରନରଅପ୍‌ ହୋଇଥିଲା। ଅପରାଜିତାଙ୍କ ସଫଳତା ପାଇଁ ସ୍କୁଲ ଅଧ୍ୟକ୍ଷ ଅଶ୍ବିନୀ କୁମାର ପ୍ରଧାନ, ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ ଅଞ୍ଚଳବାସୀ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri