ଗୁରୁତ୍ୱପୂର୍ଣ୍ଣ ସଚିବସ୍ତରୀୟ ବୈଠକ: ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା

ଭୁବନେଶ୍ୱର,୧୨।୮: ମଙ୍ଗଳବାର ସଚିବସ୍ତରୀୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ରେ ତୁରନ୍ତ ଉତ୍ତର ସହ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ କୁହାଯାଇଛି। ଅନ୍ୟପକ୍ଷେ ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ ଆସିବା ଉପରେ ଗୁରୁତ୍ୱ ଦିଆଯାଇଛି।

ଏକରିକି ଭଲ ପ୍ରଦର୍ଶନ ନ ଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ବିଭାଗୀୟ ସଚିବଙ୍କୁ କୁହାଯାଇଛି। ଏପରିକି ଅଧିକାରୀଙ୍କୁ ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ନ ହେଲେ ସମ୍ପୃକ୍ତ ଅଧିକାରୀ VRS ନେଇପାରିବେ ବୋଲି ବୈଠକରେ ଆଲୋଚନା କରାଯାଇଛି।

ଅନ୍ୟପକ୍ଷେ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ଜିଲାସ୍ତରୀୟ ସବୁ ସରକାରୀ ଅଫିସରେ AI କ୍ୟାମେରା ଲାଗିବ ବୋଲି ବୈଠକରେ ସ୍ଥିର ହୋଇଥିବା ଜଣାପଡିଛି।

ଏପରି କି ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ। ଅକ୍ଟୋବର ମାସରୁ CM ଡାସ ବୋର୍ଡ ଆରମ୍ଭ ହେବ ବୋଲି ବୈଠକରେ ସ୍ଥିର କରାଯାଇଛି। କେନ୍ଦ୍ରୀୟ ସ୍କିମର ପ୍ରତିମାସ ୭ ତାରିଖରେ ଜିଲାପାଳ ସମୀକ୍ଷା କରିବେ ବୋଲି ବୈଠକରେ କୁହାଯାଇଛି।

୧୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ବ ବିଭଗ ସମୀକ୍ଷା କରିବେ। ସବୁ ବିଭାଗ ସେମାନଙ୍କ ବିଭାଗର ଖର୍ଚ୍ଚ ବୃଦ୍ଧି ଉପରେ ଗୁରୁତ୍ୱ ଦେବା ସହ ଅଫିସରଙ୍କୁ ଫିଲ୍ଡ ଭିଜିଟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri