ସୁନ୍ଦରଗଡ଼, ୧୩।୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏଠାରେ ସ୍ବାମୀଙ୍କୁ ତଣ୍ଟି ଚିପି ହତ୍ୟା କରିଛନ୍ତି ସ୍ତ୍ରୀ। ଟାଉନ ଥାନା ମିଶନ ରୋଡ୍ରେ ଏହି ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


