ଭାଜପା-କଂଗ୍ରେସରୁ ନବୀନଙ୍କୁ ଆସିଲା ଘନଘନ ଫୋନ, ଆଜି କରିବେ ବଡ଼ ଘୋଷଣା!

ଭୁବନେଶ୍ୱର, ୨୧।୮: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଫୋନ କରି ଖୋଜଖବର ନେଇଛନ୍ତି। ନବୀନ ପଟ୍ଟନାୟକ ଡିହାଇଡ୍ରେସନ ସମସ୍ୟା କାରଣରୁ ରବିବାରରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ ସମ ଆଲଟିମେଟ ମେଡିକେୟାରରେ ଭର୍ତ୍ତି ହୋଇଥିଲେ। ଏହାପରେ ସେ କାଲି ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି। ଗତକାଲି ମୋଦି ମଧ୍ୟାହ୍ନରେ ଏବଂ ଖାର୍ଗେ ସଂଧ୍ୟାରେ ନବୀନଙ୍କୁ ଫୋନ କରି ତାଙ୍କ ସୱାସ୍ଥ୍ୟ ବିଷୟରେ ପଚାରିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ମୋଦି ନବୀନଙ୍କୁ କିଛି ଦିନ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ଏବଂ ଶୀଘ୍ର ଦିଲ୍ଲୀରେ ସାକ୍ଷାତ କରିବାକୁ ନିମନ୍ତ୍ରଣ କରିଛନ୍ତି।

ତେବେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି, ପ୍ରଧାନମନ୍ତ୍ରୀ ମୋଦି, ରାଜନାଥ ସିଂ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାଜ୍ଜୁର୍ନ ଖାର୍ଗେଙ୍କ ଫୋନ କଲ ନବୀନଙ୍କ ସ୍ବାସ୍ଥ୍ୟ ପାଇଁ ଥିବାବେଳେ ଉପରାଷ୍ଟ୍ରପତି ନିର୍ବାଚନ ଆଡକୁ ମଧ୍ୟ କିଛି ସଙ୍କେତ ଦେଉଛି।

କିଏ ହେବ ପରବର୍ତ୍ତୀ…, ନବୀନ ନେବେ ଚୂଡାନ୍ତ ନିଷ୍ପତ୍ତି: ବିଜେଡି ବିଧାୟକଙ୍କ ବଡ଼ ବୟାନ


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

ନବୀନଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ: ପ୍ରଥମ ବର୍ଷ ସାମ୍ନା କରିବେ….

ନୂଆଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସବୁଠାରୁ ଯୁବ ଜାତୀୟ ସଭାପତି ଭାବରେ ନୀତିନ ନବୀନଙ୍କୁ ନିର୍ବାଚିତ କରି ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

ପୂଜାର୍ଚ୍ଚନା ପରେ ନୟାଗଡ଼ରୁ ପୁରୀ ଅଭିମୁଖେ ଗଲା ରଥକାଠ

ନୟାଗଡ଼,୨୦।୧(ଲୋକନାଥ ମିଶ୍ର): ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ  ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ ମଙ୍ଗଳାର ୩ଟି ଟ୍ରକ୍‌ରେ ଅସନ ୪୦,  ଧଉରା ୪୩ ଓ ମତରେ...

ଶହବାଜ-ମୁନିରଙ୍କୁ ମନାଇବାକୁ ପାକିସ୍ତାନ ଗସ୍ତ କରିବେ ସି ଜିନପିଙ୍ଗ

ବେଜିଂ,୨୦।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଘୋଷଣା କରିଛନ୍ତି ଯେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଖୁବ ଶୀଘ୍ର ପାକିସ୍ତାନ ଗସ୍ତ କରିବେ। ଏହି ଗସ୍ତ...

ଆଜିଠୁ ନବୀନ ଯୁଗ ଆରମ୍ଭ: ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ନୂତନ ସଭାପତି ମିଳିଛି। ପାଞ୍ଚଥର ବିଧାୟକ ନୀତିନ ନବୀନଙ୍କୁ ଦଳର ନୂତନ ମୁଖ୍ୟ...

ନିମନ୍ତ୍ରଣ କାର୍ଡର ଦାମ୍ ୨୫ ଲକ୍ଷ; ଝିଅର ବାହାଘରକୁ ସ୍ମରଣୀୟ କରିବା ପାଇଁ ବାପାଙ୍କ ଅନନ୍ୟ ପଦକ୍ଷେପ, ୩ କେଜି ରୂପା…

ଜୟପୁର,୨୦ା୧: ପ୍ରତ୍ୟେକ ପିତା ଚାହାଁନ୍ତି ଯେ ତାଙ୍କ ଝିଅର ବିବାହ ଏକ ସ୍ମରଣୀୟ ହେଉ, ଯାହା ଜୀବନବ୍ୟାପୀ ସେମାନଙ୍କ ହୃଦୟରେ ରହିବ । ଜୟପୁରର ଶିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri