କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ। ନିଜ ରହଣି ପରିସରସ୍ଥ ଆମତ୍ୀୟଙ୍କ ସହ ସୁସମ୍ପର୍କ ରଖିବାକୁ ଚେଷ୍ଟାକଲେ ଉପକୃତ ହେବେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢାରେ ସମସ୍ୟା ସମାଧାନ ହୋଇଯିବ।

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...
ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...
ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...
ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...
ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...
ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...
ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...
ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...