ଅତ୍ୟଧିକ ମିଠା ଖାଇବା ସ୍ମରଣଶକ୍ତିକୁ କରିପାରେ ପ୍ରଭାବିତ

ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିବାର ଯଥେଷ୍ଟ ଆଶଙ୍କା ରହିଛି। ଏଭଳି ସତର୍କ ସୂଚନା ଦେଇଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ପୁଷ୍ଟିବିଜ୍ଞାନୀମାନେ। ‘ଅତ୍ୟଧିକ ମିଠା ଓ ସ୍ମରଣ ଶକ୍ତି’ ବିଷୟକୁ ନେଇ ହୋଇଥିବା ସର୍ଭେରୁ ଏଭଳି ତଥ୍ୟ ମିଳିପାରିଛି। ଏହି ସିଦ୍ଧାନ୍ତରେ ଉପନୀତ ହେବା ପୂର୍ବରୁ ସେମାନେ କିଛି ବ୍ୟକ୍ତିଙ୍କୁ ସର୍ଭେ ପରିସରଭୁକ୍ତ କରିଥିଲେ। ସେମାନଙ୍କୁ ଦୁଇଟି ଗ୍ରୁପରେ ବିଭକ୍ତ କରି ଗୋଟିଏ ଗ୍ରୁପରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଭାବରେ ମିଠା ଖାଇବାକୁ ଏବଂ ଅନ୍ୟ ଗ୍ରୁପ ବ୍ୟକ୍ତିମାନଙ୍କୁ ମନଇଚ୍ଛା ମିଠା ଖାଇବାକୁ ପରାମର୍ଶ ଦେଇଥିଲେ। ଅପରପକ୍ଷରେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ସ୍ମରଣ ଶକ୍ତି ଉପରେ ପଡୁଛି ତାହାକୁ ତନ୍ନତନ୍ନ କରି ଅନୁଧ୍ୟାନ ମଧ୍ୟ କରିଥିଲେ। ଯେଉଁମାନେ ଆବଶ୍ୟକତାଠାରୁ ଅଧିକ ମିଠା ଖାଉଥିଲେ ସେମାନଙ୍କ ମଧ୍ୟରୁ ପ୍ରାୟ ୫୦ ପ୍ରତିଶତ ବ୍ୟକ୍ତିଙ୍କ ସ୍ମରଣଶକ୍ତିରେ ତାରତମ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri