ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ ହେବ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ ସମୟ ମାଗଛି। ଫେବୃଆରୀ ପ୍ରଥମ ସପ୍ତାହରେ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା ପାଲଟିଛି । ଏହି ଦୁର୍ଘଟଣାରେ ଅଜିତ…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା। ଏହାର ସଂଖ୍ୟା ଧିରେ ଧିରେ ବୃଦ୍ଧି…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ ପ୍ରଭାବ ଶୂନ୍ୟ ହୋଇଥିବା ଦେଖିବାକୁ ମିଳିଛି।…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି ଯେ, ଅଜିତ ପାଓ୍ବାରଙ୍କ ମୃତଦେହ ତାଙ୍କ ଘଣ୍ଟା ଦ୍ୱାରା ଚିହ୍ନଟ…

ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି ମଧ୍ୟବିତ୍ତ ବର୍ଗ, ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଆଶା କରୁଛନ୍ତି। ମୁଦ୍ରାସ୍ଫୀତି ଯୋଗୁ ବଢ଼ୁଥିବା ଦୈନିକ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ ସପ୍ତାହରେ ଦୁଇଟି ଘଟଣା ସାମ୍ନାକୁ ଆସିଛି। ପ୍ରଥମଟି ହେଲା କୋରାପୁଟ ଜିଲାପାଳ ୭୭ତମ…

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ, ୩୦ ଜିଲାରେ ବନ୍ଦ ରହିବ…

ଭୁବନେଶ୍ୱର,୨୮ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର…

ଅଡୁଆରେ କର୍ଣ୍ଣାଟକ ସରକାର: ୬,୦୦୦ କୋଟିର ମଦ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ,୨୭।୧: କର୍ଣ୍ଣାଟକର କଂଗ୍ରେସ ସରକାର ଏକ ବଡ଼ ଧରଣର ଦୁର୍ନୀତି ଅଭିଯୋଗର ଘେରକୁ ଆସିଛନ୍ତି। ରାଜ୍ୟ ଅବକାରୀ ବିଭାଗରେ ଗତ ଦୁଇ ବର୍ଷ ମଧ୍ୟରେ ପ୍ରାୟ ୬,୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଥିବା କର୍ଣ୍ଣାଟକ ୱାଇନ୍ ମର୍ଚାଣ୍ଟ ଆସୋସିଏସନ ଗୁରୁତର ଅଭିଯୋଗ…

ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତି: କେଉଁ ରାଜ୍ୟକୁ ମିଳିବ କେତେ ଫାଇଦା? ଜାଣନ୍ତୁ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ସ୍ୱାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି (FTA)। ଏହି ଚୁକ୍ତି ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଏହି ଚୁକ୍ତି ଦ୍ୱାରା ଭାରତରୁ ୟୁରୋପକୁ…

ବଦଳିବ କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପ: ୪୦କୁ ବୃଦ୍ଧି ପାଇବ ଆଇସିୟୁ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର,୨୭।୧: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଓ ସ୍ୱାସ୍ଥ୍ୟସେବାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ମଙ୍ଗଳବାର ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ବୈଠକରେ ଚିକିତ୍ସା ସେବାକୁ ଅଧିକ ବ୍ୟାପକ କରିବା ପାଇଁ ଅନେକ…

ଆଉ ଶୁଭିବନି ଅରିଜିତଙ୍କ ସ୍ୱର: ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଲେ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ପ୍ଲେବ୍ୟାକ୍ ଗାୟକ ଅରିଜିତ୍ ସିଂ ମଙ୍ଗଳବାର ଏକ ବଡ଼ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେ ଚଳଚ୍ଚିତ୍ର ପାଇଁ କଣ୍ଠଦାନ ବା ପ୍ଲେବ୍ୟାକ୍ ସିଙ୍ଗିଙ୍ଗ୍‌ରୁ ଅବସର ନେଉଥିବା ଜଣାଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା ବାଫଳିମାଳି, ଶାଶୁବୋହୂମାଳି, ସିଜିମାଳି, କୋଡ଼ିଙ୍ଗାମାଳି ସମେତ ପ୍ରାୟ ପର୍ବତମାଳାରେ ରହିଛି ମୂଲ୍ୟବାନ୍‌ ବକ୍ସାଇଟ।…

UGC ନୂଆ ନିୟମ ୨୦୨୬: କ’ଣ ଏହି ସମାନତା ନିୟମାବଳୀ ଏବଂ କାହିଁକି ହେଉଛି ବିରୋଧ?

ନୂଆଦିଲ୍ଲୀ,୨୭।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ନୂତନ ‘ସମାନତା ନିୟମାବଳୀ ୨୦୨୬’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପ୍ରତି ହେଉଥିବା ଜାତିଭିତ୍ତିକ ଭେଦଭାବକୁ ରୋକିବା ପାଇଁ କେନ୍ଦ୍ର ସରକାର ଏହି ନିୟମ ଜାରି କରିଛନ୍ତି। ତେବେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri