ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୨୮ା୮: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ସମଲେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ ମା’ଙ୍କୁ ନବାନ୍ନ ଅର୍ପଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri