ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ଯୋଗାଣ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍‌…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା ମାଓବାଦୀଙ୍କୁ ରେଡ୍‌ କାର୍ପେଟ ବିଛାଇ ଅଣାଯିବ…

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ ଯାଉଥିଲେ। ହେଲେ ପୁନେ ଜିଲା ଦଉଣ୍ଡ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ ଅପେକ୍ଷା କରି ରହିଛନ୍ତି। ମାର୍ଚ୍ଚ ୨୮ରୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଶନିବାର…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ କରିବା। ପ୍ରମୁଖ ପରିବର୍ତ୍ତନଗୁଡ଼ିକ ମଧ୍ୟରେ TCS ହାର ହ୍ରାସ, STTରେ ବୃଦ୍ଧି ଏବଂ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର ଜାତୀୟ ସୁରକ୍ଷା ଆଇନ (NSA) ଅନୁଯାୟୀ, ତାଙ୍କ ଅଟକକୁ ତୁରନ୍ତ ପ୍ରତ୍ୟାହାର କରିଛନ୍ତି।…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି ପରିସ୍ଥିତି ମଧ୍ୟରେ, କେନ୍ଦ୍ର ସରକାର ନାଗରିକଙ୍କ ଉପରେ ପ୍ରଭାବ ସର୍ୱନିମ୍ନ ରଖିବା ପାଇଁ…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା ମାଡ଼ କରିଛି। ଇରାନ ଖାର୍ଗ ଦ୍ୱୀପରେ ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣର…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ ଭାଗରେ, ଯୁଦ୍ଧର ଏକ ମଇଦାନ ସୃଷ୍ଟି ହୋଇଛି। ଜାପାନର ପ୍ରଧାନମନ୍ତ୍ରୀ X ରେ…

ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ କଲା ଇରାନ: ଚାରିଆଡ଼େ ଧୂଆଁମୟ

ଓ୍ବାଶିଂଟନ୍‌,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ। ବାଗଦାଦରେ ଥିବା ଆମେରିକୀୟ ଦୂତାବାସ ପରିସରରେ ଥିବା ଏକ ହେଲିପ୍ୟାଡରେ ଏକ କ୍ଷେପଣାସ୍ତ୍ର…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା ୧୦ ନିୟୁତ ଡଲାର (ପ୍ରାୟ ୯୨,୪୭,୪୮,୦୦୦ ଟଙ୍କା) ପୁରସ୍କାର ଦେବ। ଆମେରିକା ନ୍ୟାୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri