ଏମ୍ସ ସ୍ଥାନାନ୍ତର ହେଲେ ଅଭିଜିତ୍‌ ମଜୁମ୍‌ଦାର

କଟକ,୪ା୯: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏହା ସଙ୍ଗୀତପ୍ରେମୀଙ୍କୁ ଚିନ୍ତାରେ ପକାଇଛି।

ଅଭିଜିତ ମଜୁମଦାର, ଯିଏ ଓଲିଉଡ୍‌ରେ ‘ମେଲୋଡି କିଙ୍ଗ୍’ ନାମରେ ପରିଚିତ, ସମ୍ବଲପୁରୀ ସଙ୍ଗୀତ ଜଗତରୁ ଆରମ୍ଭ କରି ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥିଲେ। ସେ ୨୦୦୦ ମସିହାରେ ତାଙ୍କର ପ୍ରଥମ ଫିଲ୍ମ ‘କାଶିଆ କପିଳା’ରେ ସଙ୍ଗୀତ ନିର୍ଦ୍ଦେଶନା ଦେଇ ଓଲିଉଡ୍‌ ଜଗତରେ ପାଦ ଥାପିଥିଲେ। ତାଙ୍କ ପ୍ରସିଦ୍ଧ ଫିଲ୍ମମାନଙ୍କ ମଧ୍ୟରେ ‘ତୋ ବିନା ଭଲ ଲାଗେନା’ (୨୦୦୮), ‘ତୁ ଥାଆ ମୁଁ ଯାଉଛି ରୁଷି’ (୨୦୧୦), ‘ମ୍ୟାଟ୍ରିକ୍ ଫେଲ୍’ (୨୦୧୨), ‘ଲଭ୍ ହେଲା ଏମିତିରେ’ (୨୦୧୩), ‘ପୁଣି ଦେଖା ହେବ ଆର ଜନ୍ମରେ’ (୨୦୧୪), ‘ଲଭ୍ ଷ୍ଟେଶନ୍’ (୨୦୧୬), ‘ସିଷ୍ଟର ଶ୍ରୀଦେବୀ’ (୨୦୧୭) ଏବଂ ‘ସୁନା ପିଲା ଟିକେ ସ୍କୃ ଢିଲା’ (୨୦୧୭) ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri