ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସ୍‌ମିଟ୍‌, GSTକୁ ନେଇ କହିଲେ…

ନୂଆଦିଲ୍ଲୀ,ଭୁବନେଶ୍ୱର,୪ା୯: GST ସ୍ଲାବ୍‌କୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିଲ୍ଲୀରେ ପ୍ରେସ୍‌ମିଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି। କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି।

ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଏହା ଦ୍ୱାରା ବେଶ୍‌ ଉପକୃତ ହେବେ, କେନ୍ଦୁପତ୍ର ବିକ୍ରି ବି ବଢ଼ିବ। କୃଷି ଉପକରଣରେ GST ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ। କୋଇଲା କ୍ଷେତ୍ରରେ ଓଡ଼ିଶାକୁ ଅଧିକ ଲାଭ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। GSTରେ ସଂସ୍କାର ଦ୍ୱାରା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ। GST ଛାଡ଼ ଯୋଗୁ ଅଧିକ ଲୋକ ସ୍ବାସ୍ଥ୍ୟବୀମା କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଜି ପ୍ରେସ୍‌ମିଟ୍‌ରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri