Posted inଜାତୀୟ

ମିଳିଲାନି ଅବତରଣ ଅନୁମତି: ଫେରି ଆସିଲା ୨ ବିମାନ, ୩ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୯।୯: ଭାରତରୁ ନେପାଳ ଯାଉଥିବା ୨ଟି ବିମାନ ଅଧା ବାଟରୁ ଫେରିଆସିଛି। ମଙ୍ଗଳବାର ତ୍ରିଭୁବନ ବିମାନବନ୍ଦରରେ ଅବତରଣ ଅନୁମତି ନ ମିଳିବାରୁ ଦିଲ୍ଲୀ ଏବଂ ମୁମ୍ବାଇରୁ କାଠମାଣ୍ଡୁ ଯାଉଥିବା ୨ଟି ଇଣ୍ଡିଗୋ ବିମାନ ଭାରତ ଫେରିଆସିଛି। ଏପରିକି ଦିଲ୍ଲୀରୁ କାଠମାଣ୍ଡୁ ଯିବାକୁ ଥିବା ଏୟାର ଇଣ୍ଡିଆର ୩ଟି ବିମାନର ଉଡ଼ାଣ ବାତିଲ ହୋଇଯାଇଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ନେପାଳର ବର୍ତ୍ତମାନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ-ନେପାଳ ସୀମାନ୍ତରେ ହାଇ ଆଲର୍ଟ ଜାରି କରାଯାଇଛି। ଏପରିକି ଦାର୍ଜିଲିଂକୁ ଲାଗିଥିବା ସୀମାନ୍ତରେ ସେନାକୁ ଆଲର୍ଟ କରାଯାଇଛି। ନେପାଳ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି କହିଲେ ସ୍ଥାନୀୟ ଏସ୍‌ପି ପ୍ରବୀଣ ପ୍ରକାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri